ପରାଜିତ ପ୍ରାର୍ଥୀ ମାନଙ୍କୁ ନେଇ ବୈଠକ କଲେ ବିଜେଡ଼ି ସୁପ୍ରିମୋ ନବୀନ, ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଦେଲେ ପରାମର୍ଶ
ଆଜି ଶଙ୍ଖ ଭବନଠାରେ ୨୦୨୪ ସାଧାରଣ ନିର୍ବାଚନରେ ପରାଜିତ ପ୍ରାର୍ଥୀ ମାନଙ୍କ ସହ ବିଜେଡି ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଏକ ସାଙ୍ଗଠନିକ ବୈଠକ କରିଛନ୍ତି। ଏଥିରେ ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଦଳର ସାଙ୍ଗଠନିକ ସ୍ଥିତି ଓ ସ୍ଥାନୀୟ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି । ଆଗକୁ ରାଜ୍ୟରେ…