Browsing Tag

#india

ଆବ୍ରାହମଙ୍କୁ ସିନେମାରୁ ଦୂରେଇ ରହିବା ଭଲ- ଫିଲ୍ମ ନିର୍ମାତା ବିବେକ ଅଗ୍ନିହୋତ୍ରୀ

କିଛି ଦିନ ତଳେ ଫିଲ୍ମ 'ଦି କଶ୍ମୀର ଫାଇଲ୍ସ'କୁ ଅତି-ରାଜନୈତିକ ବୋଲି କହିଥିଲେ ବଲିଉଡ ଅଭିନେତା ଜନ୍ ଆବ୍ରାହମ। ଏବେ ତାଙ୍କର ଏଭଳି ବୟାନକୁ ନେଇ ଫିଲ୍ମ ନିର୍ମାତା ବିବେକ ଅଗ୍ନିହୋତ୍ରୀ ପ୍ରତିକ୍ରିୟା ଦେଇଛନ୍ତି। 'ଦି ବେଙ୍ଗଲ୍ ଫାଇଲ୍ସ'ର ନିର୍ଦ୍ଦେଶକ, ଆବ୍ରାହମଙ୍କୁ ସିନେମା ନିର୍ମାଣ କରିବା…

ୟେମେନ ରାଜଧାନୀରେ ଇସ୍ରାଏଲର ଏୟାରଷ୍ଟ୍ରାଇକ

ଇରାନ ସମର୍ଥତ୍ତ ୟେମେନ୍‌ର ହୁଟି ଆତଙ୍କବାଦୀଙ୍କ ମିଶାଇଲ୍‌ ଆକ୍ରମଣ ଜବାବରେ ଇସ୍ରାଏଲୀ ସେନା ରବିବାର ଅପରାହ୍ନରେ ୟେମେନ୍‌ ରାଜଧାନୀ ସାନା ଉପରେ ଜୋର୍‌ଦାର ବୋମାମାଡ଼ କରିଛି। ଗତ ୧୭ ତାରିଖର ଆକ୍ରମଣ ପରେ ରବିବାର ହୁଟିଙ୍କ ଅକ୍ତିଆରରେ ଥିବା ସାନା ଉପରେ ଆକ୍ରମଣ ହୋଇଥିବା ସ୍ଥାନୀୟ…

ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ

ଆଜି ରାଜ୍ୟ କ୍ୟାବିନେଟ ବୈଠକ ୦୩ ଟି ବିଭାଗର ୦୪ ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି  । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ  ବିଭାଗର ୧ ଟି, ଇଲେକ୍ଟ୍ରୋନିକ୍ସ ଏବଂ ଆଇ ଟି ବିଭାଗର ୨ ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଥିଲା  l  ୪ର୍ଥ ପ୍ରସ୍ତାବଟି ଆଗାମୀ ସେପ୍ଟେମ୍ବର ୧୮ ତାରିଖରୁ ୧୭ ତମ…

ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା

ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଆମ ଆଦମୀ ପାର୍ଟି (AAP) ଏମ୍‌ପି ତଥା ସ୍ବାମୀ ରାଘବ ଚଡ୍ଡା ସହ ସେ ନିଜର ପ୍ରଥମ ସନ୍ତାନକୁ ସ୍ବାଗତ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଉଭୟ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ମାଧ୍ୟମରେ ଘୋଷଣା କରିଛନ୍ତି। ଦମ୍ପତି ଏକ ଗୋଲ…

ଭାରତ ପାଇଁ ପ୍ରଥମ ନିଯୁକ୍ତି ସୁଯୋଗ ନେଇ ଆସୁଛି ଓପନ୍‌ ଏଆଇ,ପ୍ରଥମ ଅଫିସ୍‌ ଦିଲ୍ଲୀରେ ଖୋଲିବ

ଭାରତ ପାଇଁ ପ୍ରଥମ ନିଯୁକ୍ତି ସୁଯୋଗ ନେଇ ଆସୁଛି ଓପନ୍‌ ଏଆଇ। ବର୍ତ୍ତମାନ କମ୍ପାନିର ଭାରତରେ କେବଳ ଜଣେ କର୍ମଚାରୀ ଅଛନ୍ତି। ସିଏ ହେଉଛନ୍ତି ପ୍ରଜ୍ଞା ମିଶ୍ର। ଯିଏକି ଦେଶରେ ସାର୍ବଜନୀନ ନୀତି ଏବଂ ସହଭାଗୀତାର ନେତୃତ୍ୱ ନେଉଛନ୍ତି। କମ୍ପାନି ଏବେ ଭାରତରେ ତା’ର କାୟା ବିସ୍ତାର କରିବାର…

ବାନ୍ତି ସମସ୍ୟା ଦୂର କରିବା ପାଇଁ ଜାଣନ୍ତୁ କିଛି ଘରୋଇ ଟିପସ୍ ….

ବାନ୍ତି ବା ବମି ହେବା ଶରୀରର ଏକ ପ୍ରାକୃତିକ ପ୍ରତିକ୍ରିୟା, ଯାହା ବିଭିନ୍ନ କାରଣରୁ ହୋଇପାରେ। ପାକସ୍ଥଳୀ ସମସ୍ୟା ଯେପରିକି ଗ୍ୟାସ୍ଟ୍ରୋଏଣ୍ଟେରାଇଟିସ୍, ଖାଦ୍ୟ ବିଷକ୍ରିୟା, ଅମ୍ଳତା ବା ପେପ୍ଟିକ୍ ଅଲସର୍ ଏହାର ମୁଖ୍ୟ କାରଣ। ଗର୍ଭାବସ୍ଥାରେ ମର୍ନିଂ ସିକନେସ୍ ଯୋଗୁଁ ବାନ୍ତି ହୁଏ। ମୋସନ୍…

ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ

ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀମାନଙ୍କର ସମ୍ମିଳନୀରେ ରାଜ୍ୟ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା କେନ୍ଦ୍ର ସରକାରଙ୍କ ପାଖରେ ପ୍ରସ୍ତାବ ରଖିଛନ୍ତି। ସେ କହିଛନ୍ତି, ଶସ୍ତାରେ ହେଲିକାପ୍ଟରରେ ବୁଲିବା ପାଇଁ ରାଜ୍ୟ ସରକାର ଆରମ୍ଭ କରିବାକୁ ଯାଇଛନ୍ତି ହେଲିଟାକ୍ସି ଯୋଜନା…

ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ବୃଦ୍ଧି ପାଇଛି,୮ଟି ଫାଟକ ବନ୍ୟାଜଳ ନିଷ୍କାସନ

ଉପରମୁଣ୍ଡରେ ବର୍ଷା ପରେ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ବୃଦ୍ଧି ପାଇଛି। ତେଣୁ ଆଜି ଦୁଇଟି ପର୍ଯ୍ୟାୟରେ ୮ଟି ଫାଟକ ଖୋଲାଯାଇ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ଗତକାଲି ରାତି ୯ଟାରେ ଜଳଭଣ୍ଡାରର ଜଳସ୍ତର ୬୧୮.୮୫ ଫୁଟ ଥିବାବେଳେ ଶନିବାର ରାତି ୯ଟା ସୁଦ୍ଧା ଜଳସ୍ତର…

ରୁଷିଆର ପରମାଣୁ ବିଦ୍ୟୁତ କେନ୍ଦ୍ର ଉପରେ ୟୁକ୍ରେନ ଡ୍ରୋନ ଆକ୍ରମଣ କରିଥିବା ଅଭିଯୋଗ

ୟୁକ୍ରେନ ତା’ର ୩୪ ତମ ସ୍ୱାଧୀନତା ଦିବସ ପାଳନ କରୁଥିବା ବେଳେ ରୁଷିଆ ଅଭିଯୋଗ କରିଛି ଯେ ୟୁକ୍ରେନ ରବିବାର ରାତିରେ ରୁଷିଆର ପଶ୍ଚିମ କୁର୍ସ୍କ ଅଞ୍ଚଳରେ ଥିବା ଏକ ପରମାଣୁ ବିଦ୍ୟୁତ କେନ୍ଦ୍ର ଉପରେ ଡ୍ରୋନ ଆକ୍ରମଣ କରି ନିଆଁ ଲଗାଇଛି। ରୁଷିଆର ଅଧିକାରୀମାନେ କହିଛନ୍ତି ଯେ ରାତାରାତି ହୋଇଥିବା…

ସମ୍ବଲପୁରରେ ହେବ ଓୟୁଏଟିର କ୍ୟାମ୍ପସ

ସମ୍ବଲପୁରରେ ହେବ ଓୟୁଏଟିର ଆଉ ଏକ କ୍ୟାମ୍ପସ। ଏନେଇ କୃଷି ବିଭାଗ ଦାୟିତ୍ୱରେ ଥିବା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଘୋଷଣା କରିଛନ୍ତି। ସେଠାକୁ ଖୁବଶୀଘ୍ର ଏକ ଟିମ୍‌ ପରିଦର୍ଶନ କରିବାକୁ ଯିବ। ମୟୂରଭଞ୍ଜ, ବ୍ରହ୍ମପୁରରେ ବି କୃଷି କଲେଜ ଖୋଲାଯିବ। ସୋନପୁରରେ ମତ୍ସ୍ୟ ଓ ପଶୁ ସମ୍ପଦ…