ଅଭିନେତା ବରୁଣ ଜୈନଙ୍କୁ ବିବାହ କଲେ ଗୋପୀ
ଫଟୋ ସେୟାର କରି ଜିୟା ଲେଖିଛନ୍ତି, "ଭଗବାନ ଏବଂ ଗୁରୁଙ୍କ କୃପାରୁ ଆମେ ସବୁଦିନ ପାଇଁ ଏକାଠି ହୋଇଛୁ। ହାତରେ ହାତ ମିଶାଇ, ହୃଦୟ ସହ ହୃଦୟ ମିଶାଇ। ଆମେ ଦୁଇ ବନ୍ଧୁ ଥିଲୁ ଏବଂ ଆଜି ଆମେ ସ୍ୱାମୀ-ସ୍ତ୍ରୀ ହୋଇଛୁ। ଏହି ଦିନକୁ ସ୍ୱତନ୍ତ୍ର କରିଥିବା ଲୋକଙ୍କ ଭଲପାଇବା, ଆଶୀର୍ବାଦ…