ଆଲୁମିନିୟମ୍ ଫଏଲ୍ କିମ୍ବା ପାତ୍ର ବ୍ୟବହାର କରିବାରୁ ଦୂରେଇ ରୁହନ୍ତୁ
ଆଲୁମିନିୟମ୍ ଫଏଲ୍ରେ ଖାଦ୍ୟ ଗୁଡ଼ାଉଛନ୍ତି କି? ଅଧିକାଂଶ ଘରେ ବଳକା ରୋଟି ଗୁଡ଼ାଇବା, ପନିପରିବା ଘୋଡ଼ାଇ ରଖିବା କିମ୍ବା ମଧ୍ୟାହ୍ନ ଭୋଜନ ବାକ୍ସ ପ୍ୟାକ୍ କରିବା ପାଇଁ ଆଲୁମିନିୟମ୍ ଫଏଲ୍ ବ୍ୟବହାର କରିବା ସାଧାରଣ କଥା। ବିଶ୍ବାସ ଯେ ଏଥିରେ ଖାଧ୍ୟ ଗୁଡ଼ାଇ ରଖିଲେ ଗରମ ସହିତ ଖାଦ୍ୟ ନଷ୍ଟ ହୁଏ…