ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତରଆନ୍ଧ୍ର ଓ ଦକ୍ଷିଣ ଓଡିଶା ଉପକୁଳସ୍ଥ ସମୁଦ୍ର ମଧ୍ୟରେ ରବିବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା…