ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଭୀଷଣ ଥଣ୍ଡା ଜାରି ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ
ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଶୀତର ପ୍ରକୋପ । ଝାରସୁଗୁଡ଼ାରେ ପୁଣି ରେକର୍ଡ ଥଣ୍ଡା । ସକାଳ ସାଢ଼େ ୫ଟା ସୁଦ୍ଧା ପାରଦ ୫ ଦଶମିକ ୬ ଡିଗ୍ରି ରେକର୍ଡ ହୋଇଛି । ସେହିପରି ରାଜଧାନୀରେ ବି ପାରଦ ତଳମୁହାଁ । ଭୁବନେଶ୍ବରରେ ୧୧ ଦଶମିକ ୬ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି । ସେପଟେ…