Browsing Tag

#india

ଆଜି ବିଶ୍ବ ହାତୀ ଦିବସ

ଆଜି ବିଶ୍ବ ହାତୀ ଦିବସ । ରାଜ୍ୟରେ ୧୨୮ ଜିଲ୍ଲାରେ ଅଛନ୍ତି ୨୦୯୮ ହାତୀ । କିନ୍ତୁ ସୁରକ୍ଷାକୁ ନେଇ ବଢୁଛି ଚିନ୍ତା , ଦାନ୍ତ ପାଇଁ ଟଳୁଛନ୍ତି ହାତୀ । ୫ ବର୍ଷରେ ଉଦ୍ଧାର ହେଲାଣି ୫୮ ଦାନ୍ତ । ଚାରି ଦିନ ତଳେ କେନ୍ଦୁଝର ବନଖଣ୍ଡରୁ ୫ ବନ୍ୟଜନ୍ତୁ ତସ୍କରଙ୍କୁ କାବୁ କରିଥିଲା ବନ ବିଭାଗ ।…

ଇସ୍ରାଏଲ ଆକ୍ରମଣରେ ଜଜିରା ନ୍ୟୁଜ୍‌ ଚ୍ୟାନେଲର ୫ ଜଣ ସାମ୍ବାଦିକ ମୃତ

ଇସ୍ରାଏଲ ପକ୍ଷରୁ ରବିବାର ରାତିରେ ପାଲେଷ୍ଟାଇନର ଗାଜା ସହର ଉପରେ ପ୍ରବଳ ବୋମାମାଡ କରାଯାଇଥିବାବେଳେ ୭ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଅଲ୍‌ ଜଜିରା ନ୍ୟୁଜ୍‌ ଚ୍ୟାନେଲର ୫ ଜଣ ସାମ୍ବାଦିକ ସାମିଲ ଅଛନ୍ତି। ଏମାନେ ହେଲେ ଆନାସ ଅଲ୍‌-ସରିଫ, ମହମ୍ମଦ କ୍ବେରିଖେ, ଇବ୍ରାହିମ ଜାହିର,…

ଆଜି ଠୁ ଦକ୍ଷିଣ ଓଡ଼ିଶାରେ ବର୍ଷା

ଆସନ୍ତା ୧୩ ତାରିଖରେ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ୧୨ ତାରିଖ(ମଙ୍ଗଳବାର)ଠାରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ପବନ ଆରମ୍ଭ ହେବ। ୧୨ ଓ ୧୩ ତାରିଖରେ କୋରାପୁଟ ଓ ମାଲକାନଗିରିରେ…

ଆଜିର ରାଶିଫଳ

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ହେବ। ବହୁ ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରୁ ପ୍ରଶଂସା ମିଳିବ। ଖାଦ୍ୟ ରୁଚିପୂର୍ଣ୍ଣ ହେବ। ସପତ୍ନୀକ ଆନନ୍ଦ ଉପଭୋଗ କରିବେ। କର୍ମଠ ହେବେ। ବୃଷ: ଭାଇ, ବନ୍ଧୁ, ଜ୍ଞାତି, କୁଟୁମ୍ବଙ୍କ ସହାୟତାରେ ଶତ୍ରୁ ବିନାଶ କରି ମାନସିକ ଶାନ୍ତି…

ସେପ୍ଟେମ୍ବର ୧ ରୁ ଦିଲ୍ଲୀରୁ ୱାଶିଂଟନ ବିମାନ ସେବ ବନ୍ଦ

ଦିଲ୍ଲୀରୁ ୱାଶିଂଟନକୁ ବିମାନ ଚଳାଚଳ ବନ୍ଦ କରିବ ଏୟାର ଇଣ୍ଡିଆ। ସେପ୍ଟେମ୍ବର ୧, ୨୦୨୫ରୁ ଦିଲ୍ଲୀରୁ ୱାଶିଂଟନ ଡିସିକୁ ଏୟାର ଇଣ୍ଡିଆ ବିମାନ ସେବା ବନ୍ଦ କରିବ ବୋଲି ନିଷ୍ପତ୍ତି ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ପଛରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ କାରଣ ଦର୍ଶାଯାଉଛି। କୁହାଯାଉଛି ଯେ,…

‘ମହାବତାର ନରସିଂହ’ ଫିଲ୍ମ ଦେଖି ଭାବ ପ୍ରବଣ ହେଲେ ମୁସଲିମ ଦର୍ଶକ

ଆନିମେଟେଡ୍ ଫିଲ୍ମ 'ମହାବତାର ନରସିଂହ' ରିଲିଜ୍ ପରଠାରୁ ବକ୍ସ ଅଫିସରେ ଧମାଲ କରିଚାଲିଛି। ଫିଲ୍ମର ଆୟ ସାରା ବିଶ୍ୱରେ ପ୍ରାୟ ୨୦୦ କୋଟି ଟଙ୍କାରେ ପହଞ୍ଚିଛି। ହିନ୍ଦୁ ପୌରାଣିକ କାହାଣୀ ଉପରେ ଆଧାରିତ ଏହି ସିନେମାଟି ବିଭିନ୍ନ ଧର୍ମର ଦର୍ଶକଙ୍କ ହୃଦୟକୁ ଛୁଇଁଛି। କୌଣସି ପ୍ରଚାର ବିନା…

ଆଗତ ହେଲା ସଂଶୋଧିତ ଆୟକର ବିଲ

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୋମବାର ଲୋକସଭାରେ ସଂଶୋଧିତ ଆୟକର ବିଲ ଉପସ୍ଥାପନ କରିଛନ୍ତି। ଏହି ନୂତନ ବିଲରେ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଗଠିତ ସିଲେକ୍ଟ କମିଟିର ଅଧିକାଂଶ ସୁପାରିଶ ଅନ୍ତର୍ଭୁକ୍ତ ରହିଛି। ଗତ ସପ୍ତାହରେ ସରକାର ଆୟକର ବିଲ, ୨୦୨୫ ପ୍ରତ୍ୟାହାର କରିବା…

ଆଖି ବୁଜିଲେ ବରଗଡ଼ର ଅର୍ଦ୍ଧଦଗ୍ଧ ନାବାଳିକା

ଆଖି ବୁଜିଲେ ବରଗଡ଼ର ଅର୍ଦ୍ଧଦଗ୍ଧ ନାବାଳିକା। ବରଗଡ଼ ଦାୟିତ୍ୱରେ ଥିବା ବଲାଙ୍ଗୀର ଏସ୍‌ପି ଅଭିଳାଷ. ଜୀ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା କହିଛନ୍ତି ଭାରପ୍ରାପ୍ତ ଏସ୍‌ପି। ବରଗଡ଼ରୁ ସଙ୍କଟାପନ୍ନ ଅବସ୍ଥାରେ…

କୋରାପୁଟ ରୁ ମୋହନଙ୍କ ବଡ଼ ଘୋଷଣା ,4 ଜିଲ୍ଲାରେ ଖୋଲିବ ମେଡ଼ିକାଲ କଲେଜ

ଦୁଇ ଦିନ ହେଲା ମୁଖ୍ୟମନ୍ତ୍ରୀ କୋରାପୁଟ ଗସ୍ତରେ ଥିବାବେଳେ ଗଞ୍ଜାମରେ ଡେରା ପକାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅନ୍ୟପଟେ ପ୍ରଭାତୀ ପରିଡ଼ା ଆଜି ନବରଙ୍ଗପୁର ଜିଲ୍ଲାରେ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି । କୋରାପୁଟରୁ ମୋହନଙ୍କ ବଡ଼ ଘୋଷଣା  ୪…

ବର୍ଷା ଦିନେ କିପରି ନେବେ ତ୍ବଚାର ଯତ୍ନ

ଋତୁ ବଦଳିବା ସଙ୍ଗେ ସଙ୍ଗେ ଆମ ତ୍ବଚା ବି ବଦଳିଥାଏ। ଗ୍ରୀଷ୍ମ ସମୟରେ ତ୍ବଚା ଟିକେ ତେଲିଆ ରହିଥାଏ ତ ଶୀତ ଦିନେ ସୁଖିଲା ଦିଶିଥାଏ। ଏବେ ବର୍ଷା ଦିନ ହୋଇଥିବାରୁ ମଧ୍ୟ ତ୍ବଚା ଟିକେ ଶୁଷ୍କ ରହିବା ସ୍ବାଭାବିକ। ମାତ୍ର ମନେ ରଖନ୍ତୁ, ଆପଣଙ୍କ ତ୍ବଚା ଯଦି ଆବଶ୍ୟକରୁ ଅଧିକ ସୁଖିଲା…