Browsing Tag

#india

ଟ୍ରମ୍ପଙ୍କ ଶୁକ୍ଳ ପ୍ରଭାବ ,କମିଲାନି ସୁଧ କମିବନି ଇଏମ୍ଆଇ

ଦରଦାମ୍‌ ସ୍ଥିତି ନିୟନ୍ତ୍ରଣ ରହିବା ଭଳି ଅନୁକୂଳ ସ୍ଥିତି ସତ୍ତ୍ବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୃଷ୍ଟି କରିଥିବା ଶୁଳ୍କ ଅନିଶ୍ଚିତତାକୁ ନଜରରେ ରଖି ଭାରତୀୟ ରିଜର୍ଭ ବ୍ୟାଙ୍କର ମୁଦ୍ରାନୀତି କମିଟି ରେପୋ ହାରକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନେଇଛି।…

ସପ୍ତାହର ଗୋଟିଏ ଦିନ ଓଡିଶାର ହସ୍ତତନ୍ତ ପରିଧାନ କରନ୍ତୁ – ମୁଖ୍ୟମନ୍ତ୍ରୀ

ମାଧୁରୀ ଦୀକ୍ଷିତ ହେଲେ ଓଡିଶା ହସ୍ତତନ୍ତର ନୂଆ ବ୍ରାଣ୍ଡ ଆମ୍ବାସଡର। ଆଜି ଜାତୀୟ ହସ୍ତତନ୍ତ ଦିବସ ଅବସରରେ ରାଜଧାନୀ ଭୁବନେଶ୍ଵରସ୍ଥିତ ଜନତା ମୈଦାନରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ଏକ୍‌ତାର ଶୁଭାରମ୍ଭ କରିଛନ୍ତି ମାଧୁରୀ। ନୂଆ ବ୍ରାଣ୍ଡ ଆମ୍ବାସଡର ଭାବେ ମାଧୁରୀଙ୍କ ନାଁ…

ଆଜିର ରାଶିଫଳ

ରାକ୍ଷୀ ପୂର୍ଣ୍ଣିମା ଭାରତୀୟ ସଂସ୍କୃତିର ଏକ ପବିତ୍ର ଓ ଭାବନାତ୍ମକ ପର୍ବ । ଯାହା ଭାଇ-ଭଉଣୀଙ୍କ ପ୍ରେମ, ବିଶ୍ୱାସ ଓ ସୁରକ୍ଷାର ଅତୁଟ ସମ୍ପର୍କକୁ ଦର୍ଶାଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣିମାରେ ପାଳନ କରାଯାଏ । ଭଉଣୀ ଭାଇର ହାତରେ ରାକ୍ଷୀ ବାନ୍ଧିବା ଦ୍ୱାରା ଭାଇ ଦୀର୍ଘାୟୁ,…

ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ଓ ଭୂସ୍ଖଳନରେ ୪ ମୃତ, 50 ନିଖୋଜ

ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ଓ ଭୂସ୍ଖଳନରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।  ବାଦଲଫଟା ବର୍ଷାରେ ଉତ୍ତରକାଶୀର ଧରାଲି ଗାଁ ସମ୍ପୂର୍ଣ୍ଣ ଭାସିଯାଇଛି । କ୍ଷୀର ଗଙ୍ଗା ନଦୀର ଉପର ଭାଗରେ ବାଦଲଫଟା ବର୍ଷା ପରେ ପାହାଡରୁ ମାଟି ଧସିଯାଇଛି । ପ୍ରକୃତିର ଏହି ତାଣ୍ଡବରେ ୪ ଜଣଙ୍କ ମୃତ୍ୟୁ…

ଇଭି ଚଳାଚଳରେ ଓଡ଼ିଶା ସପ୍ତମ

ଇଲେକ୍ଟ୍ରିକ୍ ଯାନ (ଇଭି) ଚଳାଚଳ ଓ ଗ୍ରହଣୀୟତାରେ ଓଡ଼ିଶାର ପ୍ରଦର୍ଶନ ସାରା ଦେଶରେ ଏତେଟା ଉତ୍ସାହଜନକ ନାହିଁ। ନିତି ଆୟୋଗ ପକ୍ଷରୁ ଜାରି କରାଯାଇଥିବା ଏକ ସୂଚକାଙ୍କ ଅନୁସାରେ ଓଡ଼ିଶା ସର୍ବମୋଟ ୪୧ ସ୍କୋର୍‌ ସହ ସପ୍ତମ ସ୍ଥାନରେ ରହିଛି। ଏହାକୁ ତୃତୀୟ ବର୍ଗ ‘ଆକାଂକ୍ଷୀ’ରେ ସାମିଲ…

ନିର୍ମାଣ ହେବ 835 ଆଦର୍ଶ ବିଦ୍ୟାଳୟ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛିଯେ, ପ୍ରଥମ ପର୍ଯ୍ୟାୟରେ ୮୩୫ ଆଦର୍ଶ ବିଦ୍ୟାଳୟ ନିର୍ମାଣ ହେବ। ଏହି ବିଦ୍ୟାଳୟ ଗୁଡିକ ରାଜ୍ୟର ଉଚ୍ଚ ବିଦ୍ୟାଳୟ…

ଆଜି ଏନଡ଼ିଏ ସଂସଦୀୟ ଦଳ ବୈଠକ

ବିହାରରେ ହୋଇଥିବା ସ୍ବତନ୍ତ୍ର ଭୋଟର ତାଲିକା ସମୀକ୍ଷା କାର୍ଯ୍ୟ(ଏସଆଇଆର୍‌) ଉପରେ ଆଲୋଚନା ଦାବିକୁ ନେଇ ସଂସଦରେ ଅଚଳାବସ୍ଥା ଲାଗି ରହିଛି। ସୋମବାର ଲୋକସଭାରେ ସରକାର ବିଭିନ୍ନ ବିଧେୟକ ଆଗତ କରିବାକୁ ଯୋଜନା କରିଥିବା ବିରୋଧୀ ସଦସ୍ୟମାନେ ଏସ୍‌ଆଇଆର ଉପରେ ଆଲୋଚନା ଦାବି କରି ହୋହଲ୍ଲା…

ଆଜିର ରାଶିଫଳ

ମେଷ: ଉଦାରଚେତା ଓ ଉଦାର ଚରିତସମ୍ପନ୍ନ ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜ୍ୟେଷ୍ଠ ନହୋଇ ବି ଶ୍ରେଷ୍ଠ ହେବେ। ବୃଷ: ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। କଥାବାର୍ତ୍ତାରେ ଆତ୍ମୀୟତା…

6 ରୁ ବଢିବ ବର୍ଷା

ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଗତ ୩୬ ଘଣ୍ଟା ମଧ୍ୟରେ ଚାନ୍ଦବାଲିରେ ୬୦.୮ ମିମି, ଖୋର୍ଧାରେ ୪୮ ମିମି, କେନ୍ଦ୍ରାପଡ଼ାରେ ୪୧.୮ ମିମି ଓ ରାଜଧାନୀ ଭୁବନେଶ୍ବରରେ ୨୫.୬ ମିମି ବର୍ଷା ହୋଇଯାଇଛି। ଏଥିସହ ରାଜ୍ୟର ଅବଶିଷ୍ଟ ଅଞ୍ଚଳରେ ବି ଅଳ୍ପ ବହୁତ ବର୍ଷା…

ନୌକା ଓଲଟି ୬୮ ଜଣ ଶରଣାର୍ଥୀଙ୍କ ମୃତ୍ୟୁ

ୟେମେନରେ ବଡ଼ ଅଘଟଣ । ଦକ୍ଷିଣ ଅବିଆନ ପ୍ରଦେଶ ନିକଟରେ ନୌକା ଓଲଟି ପଡ଼ିବାରୁ  ୬୮ ଜଣ ଶରଣାର୍ଥୀଙ୍କ ମୃତ୍ୟୁ ଘଟିଛି । ୟେମେନ ଗଣମାଧ୍ୟମ ଅନୁଯାୟୀ, ପ୍ରାୟ ୧୫୪ ଜଣ ଶରଣାର୍ଥୀଙ୍କୁ ନେଇ ଏହି ନୌକା ଗଲ୍ଫ ଅଫ ଏଡେନରେ ଖରାପ ପାଗ ଯୋଗୁ ଓଲଟି ପଡ଼ିଥିଲା । ମାତ୍ର ୧୨ ଜଣ ଉଦ୍ଧାର ହୋଇଛନ୍ତି, ଆଉ ୭୪…