ଆଜିର ରାଶିଫଳ
ମେଷ: ଜ୍ଞାନ ଓ ଭଲ ବିଚାରରେ ବୃଦ୍ଧି ହେବ। କୌଣସି ନୂଆ ଦାୟିତ୍ବ ଆପଣଙ୍କ ପାଖକୁ ଆସିପାରେ। ଆର୍ଥିକ ସ୍ଥିତିରେ ସୁଧାର ହେବ। ପରିବାର ସହିତ ଆନନ୍ଦପୂର୍ବକ ସମୟ ଅତିବାହିତ କରିବେ।
ବୃଷ: କାର୍ଯ୍ୟକ୍ଷେତ୍ରରେ ଅଶାନ୍ତିର ସମ୍ମୁଖୀନ ହୋଇପାରନ୍ତି। ଇଂଜିନିୟରଙ୍କ ଲାଗି ଦିନଟି ଲାଭପ୍ରଦ ରହିବ।…