ବଢିଲା ବିଜେଡି ନେତାଙ୍କ ଅଡୁଆ, ପ୍ରୀତିରଞ୍ଜନ ଘଡେଇ ଙ୍କ ନାଁରେ ଏତଲା
ପୁଣି ଜଣେ ବିଜେଡି ନେତାଙ୍କ ନାଁରେ ବଢିଲା ଅଡୁଆ। ପ୍ରଫୁଲ୍ଲ ଘଡେଇଙ୍କ ପୁଅ ତଥା ପୂର୍ବତନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ (ଡାନି)ଙ୍କ ନାଁରେ ଏଫଆଇଆର। କେବଳ ଡାନି ନୁହନ୍ତି ତାଙ୍କ ସମେତ ୭ଜଣଙ୍କ ନାଁରେ ରୁଜୁ ହୋଇଛି ମାମଲା।
ଯାଜପୁର ଜିଲ୍ଲା ଦାନଗଦୀ-ଡୁବୁରି ରାସ୍ତାର ସିଆରିଆ ମସଜିଦ…