ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇର ଲଗ୍ନ ଧାର୍ଯ୍ୟ
ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇର ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ଅଗଷ୍ଟ ୨୮ ତାରିଖ ଗୁରୁବାର ଚଳିତ ବର୍ଷର ନୂଆଖାଇ ପର୍ବ ପାଳନ କରାଯିବ। ବଲାଙ୍ଗୀର ଜିଲାର ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟି ସିନ୍ଧାନ୍ତକ୍ରମେ ପୂର୍ବତନ ପାଟଣାଷ୍ଟେଟ ତଥା ମହାରାଜାଙ୍କ ଇଷ୍ଟଦେବୀ…