Browsing Tag

#india

ଓଡ଼ିଶା ପୋଲିସ ସବ୍ ଇନ୍ସିପେକ୍ଟର ନିଯୁକ୍ତି ମାମଲା: ର୍ବାଧିକ ବୟସସୀମା ୩ ବର୍ଷ କୋହଳ କଲେ ରାଜ୍ୟ ସରକାର

ରାଜ୍ୟରେ ଓଡ଼ିଶା ପୋଲିସ ସବ୍ ଇନ୍ସିପେକ୍ଟର ନିଯୁକ୍ତି ମାମଲାରେ ଆସିଲା ବଡ଼ ଖବର । ସର୍ବାଧିକ ବୟସସୀମା ୩ ବର୍ଷ କୋହଳ କଲେ ରାଜ୍ୟ ସରକାର। ଏନେଇ ହାଇକୋର୍ଟଙ୍କୁ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଅବଗତ କରିଛନ୍ତି। କେବଳ ହାଇକୋର୍ଟଙ୍କ ଦ୍ୱାରସ୍ଥ ଆବେଦନକାରୀଙ୍କ କ୍ଷେତ୍ରରେ ଏହା ଲାଗୁ…

ମୋ ଜୀବନ ବିପଦରେ ଅଛି – ତନୁଶ୍ରୀ ଦତ୍ତ।

ପୁଣି ଥରେ ଚର୍ଚ୍ଚାରେ ରହିଛନ୍ତି ବଲିଉଡ୍‌ ଅଭିନେତ୍ରୀ ତନୁଶ୍ରୀ ଦତ୍ତ। ନିକଟରେ ସେ କାନ୍ଦି କାନ୍ଦି ଏକ ଭିଡିଓ କରି ତାହାକୁ ଇନ୍‌ଷ୍ଟାଗ୍ରାମ୍‌ରେ ପୋଷ୍ଟ୍‌ କରିଛନ୍ତି। ତାଙ୍କ କହିବାନୁସ‌ାରେ, ୨୦୧୮ ମସିହାର ମିଠୁ ପ୍ରସଙ୍ଗ ପରେ ପରେ ତାଙ୍କୁ ଖୁବ୍‌ ହଇରାଣ କରାଯାଉଛି। ତା‌ଙ୍କ ଜୀବନ ଏବେ…

ଭାରତ ଓ ବ୍ରିଟେନ ମଧ୍ୟରେ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ୱାକ୍ଷରିତ

ଭାରତ ଓ ବ୍ରିଟେନ ମଧ୍ୟରେ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ୱାକ୍ଷରିତ। ଲଣ୍ଡନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ସାକ୍ଷାତ ସମୟରେ ଗୁରୁବାର ଏହି ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ୱାକ୍ଷରିତ ହୋଇଛି। ଚୁକ୍ତି ସ୍ୱାକ୍ଷରିତ ହେବା ପରେ, ଦୁଇ ଦେଶ ମଧ୍ୟରେ…

ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ

ଝାଡ଼ଖଣ୍ଡର ଧାନବାଦ ଜିଲା ଅନ୍ତର୍ଗତ ଜାମୁନିଆ ଅଞ୍ଚଳରେ ଥିବା ଏକ ବେଆଇନ କୋଇଲା ଖଣିରେ ଅତଡ଼ା ଧସିବା ଫଳରେ ୧୨ ଜଣ ଶ୍ରମିକ ଚାପି ହୋଇରହିଛନ୍ତି। ୧୦ରୁ ଅଧିକ ଶ୍ରମିକଙ୍କୁ ଉଦ୍ଧାର କରାଯିବା ପରେ ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କୋଇଲା ଅତଡ଼ା ତଳେ ଫଶି…

ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଲଘୁଚାପଟି ଘନୀଭୂତ ହେବା ସହ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବାର ଆଶଙ୍କା କରାଯାଉଥିବାବେଳେ ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତି କରିପାରେ। ଉତ୍ତର…

ରାଜ୍ୟରେ  ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି

ରାଜ୍ୟରେ  ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି। ଏଥିରୁ ମୟୁରଭଞ୍ଜ ଜିଲ୍ଲାରେ ସର୍ବାଧିକ ୧୩ଟି  ନୂଆ କୋର୍ଟ ସ୍ଥାପନ କରାଯିବ। ଏହି ଜିଲ୍ଲାର ବଡ଼ସାହି, ବାଙ୍ଗିରିପୋଷୀ, ଶୁଳିଆପଦା, ଖୁଣ୍ଟା, ଗୋପବନ୍ଧୁ ନଗର, ରାଇରଙ୍ଗପୁର କପ୍ତିପଦା, ସୁକ୍ରୁଲି, ଜାମଦା, ବିଜାତୋଳା,…

ଦିଲ୍ଲୀରେ ଖୁବ୍‌ ଜୋର୍‌ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି

ଦିଲ୍ଲୀରେ ଖୁବ୍‌ ଜୋର୍‌ରେ ବର୍ଷା ହେବା ପରେ ଭିନ୍ନ ଭିନ୍ନ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଅନେକ ଅଞ୍ଚଳରେ ପାଣି ଭର୍ତ୍ତି ହୋଇ ରହିଥିବାରୁ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ମାତ୍ର ଚଳିତ ଥର ମିଣ୍ଟୋ ବ୍ରିଜ୍‌ ଅଞ୍ଚଳରେ ବର୍ଷା ପାଣି ଜମି ନାହିଁ । ଏହାକୁ ନେଇ…

ଅଧିକ ବିଳମ୍ବ ହେବା ପୂର୍ବରୁ ମୋତେ ସାହାଯ୍ୟ କରନ୍ତୁ” ବୋଲି ଭିଡିଓରେ କାନ୍ଦି କାନ୍ଦି କହିଛନ୍ତି ତନୁଶ୍ରୀ

'ମୋତେ ମୋ ଘରେ ହଇରାଣ କରାଯାଉଛି। ବହୁତ ସହିଲିଣି। ଆଉ ହେବନି। ମୋତେ ସାହାଯ୍ୟ କରନ୍ତୁ।' କାନ୍ଦି କାନ୍ଦି ଭିଡିଓରେ ଏଭଳି କହିଛନ୍ତି ବଲିଉଡ୍ ଅଭିନେତ୍ରୀ ତନୁଶ୍ରୀ ଦତ୍ତା। ସେ ଦାବି କରିଛନ୍ତି ଯେ, ତାଙ୍କୁ ଗତ ୪-୫ ବର୍ଷ ଧରି ତାଙ୍କ ଘରେ ନିର୍ଯାତନା ଦିଆଯାଉଛି। ଏନେଇ ତାଙ୍କୁ ମଙ୍ଗଳବାର…

ଏବେ ଭାରତ ଭ୍ରମଣରେ ଆସିପାରିବେ ଚୀନ୍ ନାଗରିକ

ଏବେ ଭାରତ ଭ୍ରମଣରେ ଆସିପାରିବେ ଚୀନ୍ ନାଗରିକ। ଦୀର୍ଘ ପାଞ୍ଚ ବର୍ଷ ପରେ ଭାରତ ସରକାର, ଚୀନ୍ ନାଗରିକଙ୍କୁ ପର୍ଯ୍ୟଟନ ଭିସା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ଏହି ପ୍ରକ୍ରିୟା ୨୪ ଜୁଲାଇ, ୨୦୨୫ରୁ ଅର୍ଥାତ୍ ଆସନ୍ତାକାଲିଠୁ ପୁନଃ ଆରମ୍ଭ ହେବ। ବେଜିଂରେ ଥିବା ଭାରତୀୟ ଦୂତାବାସ ବୁଧବାର ଏହି…

ଏହି କାରଣରୁ ଆସନ୍ତାକାଲି ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ଶ୍ରୀଜିଉଙ୍କୁ ସାଧାରଣ ଦର୍ଶନ ବନ୍ଦ

ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। କାରଣ କାଲି ଚିତାଲାଗି ଅମାବାସ୍ୟା। ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି କାରଣରୁ ସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଭକ୍ତମାନେ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ…