Browsing Tag

#india

ପରଲୋକରେ ଖଳନାୟକ ଫିଶ୍ ଭେଙ୍କଟ୍

ଦକ୍ଷିଣ ସିନେମାରୁ ଆଉ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। କୋଟା ଶ୍ରୀନିବାସ ରାଓଙ୍କ ପରେ, ଏବେ ବରିଷ୍ଠ ଅଭିନେତା ତଥା ହାସ୍ୟ ଅଭିନେତା ଫିଶ୍ ଭେଙ୍କଟ୍ ଏ ଦୁନିଆରୁ ବିଦାୟ ଦେଇଛନ୍ତି। ମାତ୍ର ୫୩ବର୍ଷ ବସୟରେ ତାଙ୍କର ଦେହାନ୍ତ ହୋଇଛି। କୁହାଯାଉଛି ଯେ, ତାଙ୍କୁ ହାଇଦ୍ରାବାଦର ଏକ ହସ୍ପିଟାଲରେ…

୨୦୨୩-୨୪ ଆର୍ଥିକ ବର୍ଷରେ ୯୭୪୧.୭ କୋଟି ଟଙ୍କାରୁ ରାଜସ୍ବ ସଂଗ୍ରହ କରିଛି ବିସିସିଆଇ

ଭାରତୀୟ କ୍ରିକେଟ୍‌ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ) ୨୦୨୩-୨୪ ଆର୍ଥିକ ବର୍ଷରେ ରେକର୍ଡ ୯୭୪୧.୭ କୋଟି ଟଙ୍କାରୁ ରାଜସ୍ବ ସଂଗ୍ରହ କରିଛି। ଏଥିରେ ଇଣ୍ଡିଆନ୍‌ ପ୍ରିମିୟର୍‌ ଲିଗ୍‌ (ଆଇପିଏଲ୍‌)ର ଯୋଗଦାନ ୫୯ ପ୍ରତିଶତ ରହିଛି। ଆଇପିଏଲ୍‌ରୁ ୫୭୬୧ କୋଟି ଟଙ୍କା ମିଳିଥିଲା ‌ବେଳେ ବୋର୍ଡ ୩୬୧…

ଭାରତ ଏବଂ ପାକିସ୍ତାନ ଯୁଦ୍ଧ ସମୟରେ ୪-୫ଟି ଲଢ଼ୁଆ ବିମାନ ଖସିଥିଲା – ଟ୍ରମ୍ପଙ୍କ ଦାବି

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ଯୁଦ୍ଧ ସମୟରେ ୪-୫ଟି ଲଢ଼ୁଆ ବିମାନ ଖସାଇ ଦିଆଯାଇଥିଲା। ସେ ପୁଣି ଥରେ ଦାବି କରିଛନ୍ତି ଯେ ସେ ବାଣିଜ୍ୟଚୁକ୍ତି ନାମରେ ଦୁଇ ପରମାଣୁ ଅସ୍ତ୍ରଶସ୍ତ୍ର ସମ୍ପନ୍ନ ଦେଶ ମଧ୍ୟରେ…

ପ୍ରଧାନମନ୍ତ୍ରୀ ୪୨ଟି ଦେଶ ଗସ୍ତ କରିଛନ୍ତି, କିନ୍ତୁ ଥରେ ମଧ୍ୟ ମଣିପୁର ଗସ୍ତ କରିନାହାଁନ୍ତି – ମଲ୍ଲିକାର୍ଜୁନ…

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଶନିବାର ଦିନ କର୍ଣ୍ଣାଟକର ମୈସୁରୁରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତୀୟ ଜନତା ପାର୍ଟି (ବିଜେପି)କୁ କଡ଼ା ଟାର୍ଗେଟ କରିଥିଲେ। ସେ ମଣିପୁରରେ ହିଂସା ଉପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନୀରବତା…

ବଳଙ୍ଗା ପ୍ରସଙ୍ଗ : ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଟମାଟୋ ମାଡ଼

ବଳଙ୍ଗା ଅଞ୍ଚଳରେ ନାବାଳିକାଙ୍କ ଦେହରେ ନିଆଁ ଲଗାଇବା ମାମଲାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବାସଭବନକୁ ମହିଳା କଂଗ୍ରେସ ଘେରିଛି। ରାଜ୍ୟ ମହିଳା ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ ନେତୃତ୍ବରେ କର୍ମୀମାନେ ଶ୍ରୀମତୀ ପରିଡ଼ାଙ୍କ ବାସଭବନ ଉପରକୁ ଟମାଟୋ ମାଡ଼ କରିଛନ୍ତି। ଜବାବରେ…

ହିରୋରେ ନୂଆ ଭିଡା ଭିଏକ୍ସ୨ ଉନ୍ନେଚିତ

ହିରୋ ମୋଟୋକର୍ପର ଇଲେକ୍ଟ୍ରିକ୍ ଯାନ ବ୍ରାଣ୍ଡ୍‌ ଭିଡା ପକ୍ଷରୁ କଟକର ତେଲେଙ୍ଗା ବଜାରରେ ଥିବା ପ୍ରିମିଆ ସୋ’ରୁମ୍ ଓ ଶିଖରପୁରର ଏସେନ୍‌ ହିରୋରେ ନୂଆ ଭିଡା ଭିଏକ୍ସ୨କୁ ଉନ୍ମୋଚନ କରାଯାଇଛି। ଏହି ଅବସରରେ ଏସେନ୍ ଅଟୋମୋବାଇଲ୍‌ସର ତତ୍ତ୍ବାବଧାୟକ ହେମନ୍ତ କୁମାର ଠକର ଓ ସୌରଭ ଠକର…

24 ରେ ଆଉ ଏକ ଲଘୁଚାପ

ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଦିନରେ ଖରା ଓ ଅପରାହ୍ଣରେ ବର୍ଷା ଜାରି ରହିଛି। ଆସନ୍ତା ୨୩ ତାରିଖ ଯାଏ ରାଜ୍ୟରେ ଏହିଭଳି ପାଗ ଜାରି ରହିବ। ୨୪ ତାରିଖ ଆଡ଼କୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ…

ବଳଙ୍ଗା ଘଟଣା: ଦୋଷୀଙ୍କ ବିରୁଦ୍ଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ – ପ୍ରଭାତୀ ପରିଡ଼ା

ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ବାଇଆ ବରର ଜଣେ ଯୁକ୍ତ-୨ ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ଦୁର୍ବୃତ୍ତ। ସାଇକେଲରେ ସାଙ୍ଗ ଘରକୁ ଯାଉଥିବା ସମୟରେ ବାଟରେ ୩ ଜଣ ଯୁବକ ନାବାଳିକାକୁ ଅଟକାଇ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଇଛନ୍ତି । ଗୁରୁତର ଅବସ୍ଥାରେ ନାବାଳିକା ପୀଡ଼ିତାଙ୍କୁ ଭୁବନେଶ୍ବର…

ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ପୁରୀଜିଲ୍ଲା ବଳଙ୍ଗା ଥାନା ବାଇଆବରର ଜଣେ ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେଇଛନ୍ତି ଦୁର୍ବୃତ୍ତ। ପୀଡ଼ିତା ଜଣେ ଯୁକ୍ତ-୨ ଛାତ୍ରୀ ବୋଲି ଜଣାଯାଇଛି। ତାଙ୍କୁ ନିଆଁ ଲଗାଇ ଜାଳି ଦେଇଛନ୍ତି ଦୁର୍ବୃତ୍ତ। ନାବାଳିକାଜଣକ ସାଇକେଲରେ ସାଙ୍ଗ ଘରକୁ ଯାଉଥିବା ସମୟରେ ବାଟରେ ୩ ଜଣ ଯୁବକ ନାବାଳିକାଙ୍କୁ…

ଆଜିର ରାଶିଫଳ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଧନ ଓ ଐଶ୍ୱର୍ଯ୍ୟର କାରକ ନିର୍ଦ୍ଦିଷ୍ଟ ସମୟାନୁସାରେ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଚଳନ କରି ଥାନ୍ତି । ଶୁକ୍ର ଖୁବ୍‌ ଶୀଘ୍ର ନକ୍ଷତ୍ର ପରିବର୍ତ୍ତନ କରିବେ । ଶାସ୍ତ୍ର ଅନୁସାରେ ୨୦ ଜୁଲାଇରେ ଶୁକ୍ର ନକ୍ଷତ୍ର ପରିବର୍ତ୍ତନ କରିବେ । ଏହାର ପ୍ରଭାବ ସମସ୍ତ ରାଶି…