Browsing Tag

#india

ବକ୍ସ ଅଫିସରେ ଧମାଲ ମଚାଇଛି ‘ସୈୟାରା’

ମୋହିତ ସୁରୀ ନିର୍ଦ୍ଦେଶିତ ଏବଂ ଅହାନ ପାଣ୍ଡେ ଓ ଅନୀତ ପଡ୍ଡା ଅଭିନୀତ ବଲିଉଡ ଫିଲ୍ମ ‘ସୈୟାରା’ ରିଲିଜ ପୂର୍ବରୁ ହିଁ ବକ୍ସ ଅଫିସରେ ଧମାଲ ମଚାଇଛି। ଶୁକ୍ରବାର, ୧୮ ଜୁଲାଇ ୨୦୨୫ରେ ସିନେମା ହଲରେ ମୁକ୍ତିଲାଭ କରିଥିବା ଏହି ରୋମାଣ୍ଟିକ ମ୍ୟୁଜିକାଲ ଡ୍ରାମା, ଯଶରାଜ ଫିଲ୍ମସ (ୱାଇଆରଏଫ) ଦ୍ୱାରା…

ଘଣ୍ଟାକ ମଧ୍ୟରେ ନିଷ୍ପତ୍ତି ପ୍ରତ୍ୟାହୃତ କଲା ରେଭେନ୍ସା ବିଶ୍ବବିଦ୍ୟାଳୟ

ସନ୍ଧ୍ୟା ସାଢେ ୫ଟା ପରେ ଅଧ୍ୟାପିକା, ମହିଳା କର୍ମଚାରୀ ଓ ଛାତ୍ରୀଙ୍କୁ କ୍ୟାମ୍ପସ ଛାଡିବାକୁ ନିର୍ଦ୍ଦେଶ ଦେଇଥିଲା ରେଭେନ୍ସା ବିଶ୍ବବିଦ୍ୟାଳୟ । ହେଲେ ନିର୍ଦ୍ଦେଶର ଘଣ୍ଟାକ ମଧ୍ୟରେ ନିଷ୍ପତ୍ତି ପ୍ରତ୍ୟାହୃତ କରିନେଇଛି। ମହିଳା କର୍ମଚାରୀ, ଅଧ୍ୟାପିକା ଓ ଛାତ୍ରୀମାନଙ୍କ ପାଇଁ ଯେଉଁ…

ହାତକୁ ଦି ହାତ ହେବାକୁ ଟେନିସ୍ ତାରକା ଭେନସ୍ ୱିଲିୟମ୍ସ

୪୫ ବର୍ଷ ବୟସରେ ହାତକୁ ଦି ହାତ ହେବାକୁ ଯାଉଛନ୍ତି ଆମେରିକାର ଚର୍ଚ୍ଚିତ ଟେନିସ୍ ତାରକା ତଥା ୭ଟି ଗ୍ରାଣ୍ଡସ୍ଲାମ୍ ବିଜୟିନୀ ଭେନସ୍ ୱିଲିୟମ୍ସ। ସାଇ ଭଉଣୀ ସେରେନାଙ୍କ ସହ ମିଶି ମହିଳା ଯୁଗଳରେ ଏକଦା ଆଧିପତ୍ୟ ବିସ୍ତାର କରିଥିବା ଭେନସ୍ ଖୁବଶୀଘ୍ର ଅଭିନେତା ଓ ପ୍ରଯୋଜକ ଆଣ୍ଡ୍ରିଆ…

ବିହାରକୁ ୭୨୧୭ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଲେ ମୋଦୀ

ବିହାରରେ ଆଗକୁ ହେବ ବିଧାନସଭା ନିର୍ବାଚନ। ଏହା ପୂର୍ବରୁ ବିିଭିନ୍ନ ଦଳର ନେତାମାନେ ସେଠାକୁ ଯାଇ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ଏହି ଧାରାରେ ଶୁକ୍ରବାର ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୋତିହାରୀ ଜିଲ୍ଲା ଗସ୍ତ କରିଥିଲେ। ୭୨୧୭ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବା ସହ ଗାନ୍ଧୀ…

ଓଡ଼ିଶା ବନ୍ଦ ପ୍ରଭାବ

ବାଲେଶ୍ବର ଏଫ୍‌ଏମ୍‌ ସ୍ବୟଂଶାସିତ ମହାବିଦ୍ୟାଳୟ  ଛାତ୍ରୀଙ୍କ ଆତ୍ମାହୁତି ମାମଲାରେ ଆଜି କଂଗ୍ରେସ ଓ  ବାମଦଳଗୁଡ଼ିକ ପକ୍ଷରୁ ଓଡ଼ିଶା ବନ୍ଦ କରାଯାଇଥିଲା। ଏହି ବନ୍ଦ ଯୋଗୁ କେବଳ ଜନସାଧାରଣ ଅସୁବିଧାର ସମ୍ମୁଖୀନ ହୋଇନାହାନ୍ତି, ଅର୍ଥନୀତିକୁ ବହୁମୂଲ୍ୟ ଦେବାକୁ ପଡ଼ିଛି। ଦୋକାନ ବଜାର ବନ୍ଦ…

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ତଦନ୍ତ ପାଇଁ ଏଫ୍‍ଏମ୍‍ କଲେଜରେ ପହଞ୍ଚିଲା ୟୁଜିସି ଫ୍ୟାକ୍ଟ ଫାଇଣ୍ଟିଂ ଟିମ୍‍

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ତଦନ୍ତ ପାଇଁ ଏଫ୍‍ଏମ୍‍ କଲେଜରେ ପହଞ୍ଚିଲା ୟୁଜିସି ଫ୍ୟାକ୍ଟ ଫାଇଣ୍ଟିଂ ଟିମ୍‍ । ଦିଲ୍ଲୀରୁ ଆସି ବାଲେଶ୍ୱରରେ ପହଞ୍ଚିଛନ୍ତି ଫ୍ୟାକ୍ଟ ଫାଇଣ୍ଡିଂର ୪ଜଣିଆ ଟିମ୍‍ । କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷ, ଆଇସିସି ସଦସ୍ୟଙ୍କ ସହ ଘଟଣା ସମ୍ପର୍କରେ ଆଲୋଚନା କରୁଛନ୍ତି ।…

ଆହୁରି ୫ ଦିନ ବର୍ଷା ଲାଗି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା

ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ ପାଣିପରାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ମିଳିଛି । ସେହିପରି ଆହୁରି ୫ ଦିନ ବର୍ଷା…

TRF କୁ ଆତଙ୍କବାଦୀ ସଂଗଠନ ଘୋଷଣା କଲେ ଆମେରିକା

ପାକିସ୍ତାନର ଆତଙ୍କବାଦୀ ଉଦ୍ଦେଶ୍ୟକୁ ଆମେରିକା ଏକ ଜୋରଦାର ଝଟ୍‌କା ଦେଇଛି। ସେ ଦ ରେଜିଷ୍ଟାନ୍ସ ଫ୍ରଣ୍ଟ (TRF)କୁ ଏକ ଆତଙ୍କବାଦୀ ସଂଗଠନ ଘୋଷଣା କରିଛି। TRF ହେଉଛି ପାକିସ୍ତାନ ସ୍ଥିତ ଲସ୍କର-ଏ-ତୋଇବାର ଏକ ସଂଗଠନ। ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ଏ ବିଷୟରେ ସମ୍ପୂର୍ଣ୍ଣ…

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ଇନ୍‍ଷ୍ଟାଣ୍ଟ ପରୀକ୍ଷା ଫଳ 

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଇନ୍‍ଷ୍ଟାଣ୍ଟ ପରୀକ୍ଷା ଫଳ  ଆଜି ପ୍ରକାଶ ପାଇବ। ଏନେଇ ପରିଷଦ ପକ୍ଷରୁ ଘୋଷଣା କରାଯାଇଛି। ଯୁକ୍ତ ଦୁଇ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ପାଠ୍ୟକ୍ରମର ଶିକ୍ଷା…

ଆଜିର ରାଶିଫଳ

ମେ‌ଷ: ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ହେବ। ଅଫିସରେ କୌଣସି କାମକୁ ନେଇ ଅଧିକ ବ୍ୟସ୍ତ ରହିବେ। ନୂଆ ଜମି କିଣିବା ପୂର୍ବରୁ ଦଲିଲକୁ ଭଲଭାବେ ଯାଞ୍ଚ କରିନିଅନ୍ତୁ। ‌ ବୃଷ: ସବୁ କାମ ସହଜରେ ସଂପୂର୍ଣ୍ଣ ହେବ। କୌଣସି ସମାରେହକୁ ଯିବା ପାଇଁ ଯୋଜନା କରିବେ। ଜୀବନସାଥୀ ଆପଣଙ୍କର ସଚ୍ଚୋଟତା…