Browsing Tag

#india

ଖୁବଶୀଘ୍ର ପିଲାଙ୍କୁ ନୂଆ ବହି ଯୋଗାଇ ଦିଆଯିବ ,ଏନେଇ ସୂଚନା ଦେଇଛନ୍ତି ଏନ୍. ଥିରୁମାଲା ନାଏକ

ରାଜ୍ୟର ସମସ୍ତ ସ୍କୁଲର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ସମ୍ପୂର୍ଣ୍ଣ ତ୍ରୁଟିଶୂନ୍ୟ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ସ୍ପଷ୍ଟ କଲେ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଏନ୍. ଥିରୁମାଲା ନାୟକ। ତ୍ରୁଟିର ଏବେ ତର୍ଜମା ଚାଲିଛି । ଖୁବଶୀଘ୍ର…

ଚଳିତ ବର୍ଷ ଅକ୍ଟୋବର ସୁଦ୍ଧା ଶେଷ ହେବ ପୋଲିସ SI ପରୀକ୍ଷା

SI ଆଶାୟୀଙ୍କ ପାଇଁ ବଡ଼ ଖବର । ଚଳିତ ବର୍ଷ ଅକ୍ଟୋବର ସୁଦ୍ଧା ଶେଷ ହେବ ପୋଲିସ SI ପରୀକ୍ଷା । ସୂଚନା ଦେଲେ OUSSSC ଅଧ୍ୟକ୍ଷ ରଶ୍ମି ରଞ୍ଜନ ସ୍ୱାଇଁ । ପ୍ରଶ୍ନପତ୍ର ଲିକ୍ ପାଇଁ ବଞ୍ଚିତ ଛାତ୍ରଛାତ୍ରୀ SI ପରୀକ୍ଷା ଦେଇପାରିବେ । ବିଜ୍ଞପ୍ତି ପ୍ରକାଶ ପରେ ବୟସ ସୀମା ଅତିକ୍ରମ କରିଥିବା…

ଦ୍ୱିତୀୟ ଦିନରେ ଅଲାରନାଥ ମନ୍ଦିରରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ଦ୍ୱିତୀୟ ଦିନରେ ଅଲାରନାଥ ମନ୍ଦିରରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ଜ୍ବରରେ ପୀଡିତ ଶ୍ରୀଜୀଉଙ୍କର  ଅଣସର ଘରେ ଚାଲିଛି ଗୁପ୍ତ ଉପଚାର ସେବା । ଏହି ସମୟରେ ଅଲାରନାଥ  ପୀଠରେ ଶିଳାବ୍ରହ୍ମ ଚତୁର୍ଭୁଜ ନାରାୟଣଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ଆଜି ଭୋର ୪ଟାରେ ମନ୍ଦିର…

ଆଜିଠୁ ୧୦ ଦଫା ଦାବି ନେଇ ଡାକ୍ତରଙ୍କ ଆନ୍ଦୋଳନ,ଅନିର୍ଦ୍ଦିଷ୍ଟକାଳ ପାଇଁ ରାଜ୍ୟରେ ରୋଗୀ ସେବା ବନ୍ଦ

ଆଜିଠୁ ଡାକ୍ତରଙ୍କ ଆନ୍ଦୋଳନ । ଜାତୀୟ ଡାକ୍ତର ଦିବସରେ ଆନ୍ଦୋଳନକୁ ଓହ୍ଲାଇବେ ଡାକ୍ତର । ଆଜିଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ରାଜ୍ୟରେ ରୋଗୀ ସେବା ବନ୍ଦ । ୧୦ ଦଫା ଦାବି ନେଇ ଓଡ଼ିଶା ମେଡିକାଲ ସେବା ସଂଘ (ଓମସା)ର ଆହ୍ବାନକ୍ରମେ ସରକାରୀ କ୍ଷେତ୍ରରେ କାର୍ଯ୍ୟରତ ଡାକ୍ତର କାର୍ଯ୍ୟବନ୍ଦ…

କେମିତି କଟିବ ଆଜିର ଦିନ

ମେଷ: ଆଜି ଆପଣଙ୍କ ଘର ନିର୍ମାଣରେ କିଛି ନୂଆ କରିବାର ଧାରଣା ହୋଇପାରେ । ଆପଣ ଅତିରିକ୍ତ ଟଙ୍କା ରୋଜଗାର କରିପାରନ୍ତି । ଆପଣଙ୍କ ଜୀବନସାଥୀଙ୍କ କାର୍ଯ୍ୟରେ ଅତ୍ୟଧିକ ହସ୍ତକ୍ଷେପ କରିବା ସେମାନଙ୍କୁ ବିରକ୍ତ କରିପାରେ । ଅଟକି ରହିଥିବା କାମ ସମାପ୍ତ ହେବ । ବୃଷ: ବ୍ୟବସାୟରେ ଉନ୍ନତିର…

ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା,୨୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି…

ବର୍ଷାରେ ଭିଜୁଛି ସାରା ଓଡ଼ିଶା । ବଙ୍ଗୋପସାଗରରେ ବଳ ଗୋଟାଉଛି ଲଘୁଚାପ । ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ଣ୍ଣ ମାତ୍ରାରେ ସକ୍ରିୟ ହୋଇଉଠିଛି । ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ଦେଖିବାକୁ ମିଳିଛି । ଦୀର୍ଘ ଦିନର ଗୁଳୁଗୁଳି ଓ…

ଆଜି ଠାରୁ ମହାପ୍ରଭୁଙ୍କ ଅଣସରର ଗୁପ୍ତନୀତି ଆରମ୍ଭ ହୋଇଛି,ଶ୍ରୀମନ୍ଦିରରେ ପୂଜା ପାଉଛନ୍ତି ପଟି ଦିଅଁ

ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପୀଡିତ ହୋଇ ଅଣସର ଘରେ ବିଶ୍ରାମ ନେଉଛନ୍ତି ଚତୁର୍ଦ୍ଧାବିଗ୍ରହ । ଆଜି ଠାରୁ ମହାପ୍ରଭୁଙ୍କ ଅଣସରର ଗୁପ୍ତନୀତି ଆରମ୍ଭ ହୋଇଛି । ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସେବକ ଦଇତାପତିମାନେ ଅନ୍ଧାରୀ କୋଠରୀ ଭିତରେ…

ଆଜିଠୁ ଅଣସର ଦର୍ଶନ, ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ,ଅଲାରନାଥଙ୍କ ପୀଠରେ ଲାଗିଛି ଭକ୍ତ ମାନଙ୍କ ଗହଳିଚହଳି

ଅତ୍ୟଧିକ ସ୍ନାନ ପରେ ଜ୍ବରରେ କମ୍ପୁଛନ୍ତି ଶ୍ରୀଜିଉ । ଆଜିଠୁ ଅଣସର ଦର୍ଶନ। ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ। ବ୍ରହ୍ମଗିରି ଅଲାରନାଥ ପୀଠରେ ପ୍ରଭୁ ଜଗନ୍ନାଥଙ୍କ ଅଲୌକିକ ରୂପ । ବ୍ରହ୍ମଗିରିର ପ୍ରସିଦ୍ଧ ଅଲାରନାଥଙ୍କ ପୀଠରେ ଲାଗିଛି ଭକ୍ତ ମାନଙ୍କ ଗହଳିଚହଳି । ବଡ଼ି ଭୋରରୁ ଅଲାରନାଥଙ୍କ ପୀଠରେ…

କିପରି କଟିବ ଆଜିର ଦିନ

ମେଷ: ଆଜି ଏକ ମିଶ୍ରିତ ଦିନ ହେବ । ବ୍ୟବସାୟରେ ଆର୍ଥିକ ଲାଭ ଏବଂ ଟଙ୍କା ପାଇବାର ସମ୍ଭାବନା ରହିବ, କିନ୍ତୁ ଅନାବଶ୍ୟକ ଖର୍ଚ୍ଚ ବୃଦ୍ଧି ହେତୁ ଚିନ୍ତା ମଧ୍ୟ ରହିବ । ପରିବାରରେ ଏକ ଖୁସିର ପରିବେଶ ରହିବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଅଭିଯୋଗ ସମ୍ଭବ, ତେଣୁ ଡାକ୍ତରଙ୍କ ସହିତ ପରାମର୍ଶ କରିବାକୁ…

ଭାରତରେ ଆଉ ଏକ ଶସ୍ତା ଫୋନ୍ ଲଞ୍ଚ କରିଛି Samsung,କମ୍ପାନୀ ଏହି ସ୍ମାର୍ଟଫୋନ୍କୁ କେବଳ Amazon ରେ ଲଞ୍ଚ କରିଛି

ଭାରତରେ ଆଉ ଏକ ଶସ୍ତା ଫୋନ୍ ଲଞ୍ଚ କରିଛି Samsung । ସାଉଥ୍ କୋରିଆନ୍ କମ୍ପାନୀର ଏହି ସ୍ମାର୍ଟଫୋନ୍ Galaxy M ସିରିଜରେ ଉପସ୍ଥାପନ କରାଯାଇଛି । ଏହି ଫୋନରେ ଏକ ପାୱାରଫୁଲ୍ 6000mAh ବ୍ୟାଟେରୀ ଅଛି ଏବଂ ଏଥିରେ ଏକ Qualcomm ଚିପସେଟ୍ ମଧ୍ୟ ଅଛି । Samsung Galaxy M47 ଭାରତରେ ୪…