ଚଳିତ ଶିକ୍ଷା ବର୍ଷ ପାଇଁ ପ୍ରତ୍ୟାହାର ହେବନି ତ୍ରୁଟିପୂର୍ଣ୍ଣ ବହି , ସଂଶୋଧିତ ପୁସ୍ତକରେ ପାଠ ପଢିବେ ପିଲା
ଚଳିତ ଶିକ୍ଷା ବର୍ଷ ପାଇଁ ପ୍ରତ୍ୟାହାର ହେବନି ତ୍ରୁଟିପୂର୍ଣ୍ଣ ବହି ! ସଂଶୋଧିତ ପୁସ୍ତକରେ ପାଠ ପଢିବେ ପିଲା । ପ୍ରତି ସ୍କୁଲକୁ ଦିଆଯିବ ସଂଶୋଧିତ ପୁସ୍ତକ । ବିଦ୍ୟାଳୟ ଗୁଡିକରେ ଠିକ୍ ଭାବେ ପଢ଼ାଯିବା ନେଇ ଏହି ସଂଶୋଧିତ ବହି ବ୍ୟବହାର କରାଯିବ । ତଦନ୍ତ ଆଧାରରେ ଆଉ ଯଦି ଦୋଷୀ ବାହାରିବେ…