Browsing Tag

#india

ଚାକିରି କରିବା ପାଇଁ ନୁହେଁ , ଚାକିରି ଦେବାକୁ ଉଦ୍ୟମ କରନ୍ତୁ – ରାଷ୍ଟ୍ରପତି

ଓଡିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦୁଇ ଦିନିଆ ଓଡିଶା ଗସ୍ତର ଆଜି ହେଉଛି ଦ୍ଵିତୀୟ ଦିନ।  ଆଜି  ରାଷ୍ଟ୍ରପତି କଟକ ରେଭେନ୍ସା ବିଶ୍ବବିଦ୍ୟାଳୟର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଅତିଥିଭାବେ ଯୋଗ ଦେଇ ନିଜ ସମ୍ବୋଧନରେ ରଖିଛନ୍ତି। ରେଭେନ୍ସା ଅନୁଭୂତି ନେଇ ନିଜ ମତ ରଖିଛନ୍ତି। ଏବଂ…

ଭାରତରେ ଆନୁଷ୍ଠାନିକ ଭାବେ ପ୍ରବେଶ କଲେ ଟେସଲା

ଲୋକପ୍ରିୟ ବୈଦ୍ୟୁତିକ କାର୍ ନିର୍ମାତା କମ୍ପାନୀ ଟେସ୍‌ଲା ଭାରତରେ ଆନୁଷ୍ଠାନିକ ଭାବେ ପ୍ରବେଶ କରିଛି। ମଙ୍ଗଳବାର ମୁମ୍ବଇର ବିକେସିରେ ଟେସ୍‌ଲାର ପ୍ରଥମ ଶୋ’ରୁମ୍‌ର ଶୁଭାରମ୍ଭ ହୋଇଛି। ମୁମ୍ବଇର ବାନ୍ଦ୍ରା କୁର୍ଲା କମ୍ପ୍ଲେକ୍ସର ମେକର ମ୍ୟାକ୍ସିଟି ମଲ୍‌ରେ ଟେସ୍‌ଲା ଶୋ’ରୁମ୍ ଖୋଲିଛି।…

ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ଲକ୍ଷର ସହାୟତା ଘୋଷଣା କଲେ ରାଜ୍ୟ ସରକାର

ଜୀବନ ଯୁଦ୍ଧରେ ହାରିଗଲେ ଏଫ୍‍ଏମ୍‍ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି । ଭୋଗରାଇ ପୈତୃକ ଗାଁରେ ଶୋକାକୂଳ ପରିବେଶ ମଧ୍ୟରେ ଶେଷକୃତ୍ୟ ସଂପନ୍ନ ହୋଇଛି । ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ଲକ୍ଷର ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦ ଲକ୍ଷର ସହାୟତା…

ପରଲୋକରେ ବଲିଉଡର ଜଣାଶୁଣା ଅଭିନେତା ତଥା ପ୍ରଯୋଜକ ଧୀରଜ କୁମାର

ମନୋରଞ୍ଜନ ଇଣ୍ଡଷ୍ଟ୍ରିରୁ ଆସିଲା ଦୁଃଖଦ ଖବର। ପରଲୋକରେ ବଲିଉଡର ଜଣାଶୁଣା ଅଭିନେତା ତଥା ପ୍ରଯୋଜକ ଧୀରଜ କୁମାର। ୭୯ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ସେ ଗତ କିଛି ଦିନ ହେବ 'ଏକ୍ୟୁଟ ନିମୋନିଆ'ରେ ପୀଡ଼ିତ ଥିଲେ ବୋଲି ଜଣାଯାଇଛି। ସୋମବାର ତାଙ୍କୁ ମୁମ୍ବାଇର ଅନ୍ଧେରୀରେ ଥିବା…

ଭୁବନେଶ୍ବରରେ ବଢୁଛି ଆଇଟି ନିଯୁକ୍ତି

ସୂଚନା ପ୍ରଯୁକ୍ତି (ଆଇଟି) ନିଯୁକ୍ତି ସୃଷ୍ଟି କରିବାରେ ରାଜଧାନୀ ଭୁବନେଶ୍ବର ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ବିଶେଷ କରି ନଲେଜ୍ ପ୍ରୋସେସ୍‌ ଆଉଟ୍‌ସୋର୍ସିଂ (କେପିଓ) ବର୍ଗରେ ଏଠାରେ ଅଧିକ ନିଯୁକ୍ତି ସୃଷ୍ଟି ହୋଇଛି। ଫିନ୍‌ଟେକ୍ ପ୍ଲାଟଫର୍ମଗୁଡ଼ିକର ଅଭିବୃଦ୍ଧି ବଳରେ ଚଳିତ…

ଆଜି ପୃଥୀବି ପୃଷ୍ଠକୁ ଫେରିବେ ଶୁଭାଂଶୁ ଶୁକ୍ଳା

ଆଜି ପୃଥୀବି ପୃଷ୍ଠକୁ ଫେରିବେ ଶୁଭାଂଶୁ ଶୁକ୍ଳା । ଗତକାଲି ଅପରାହ୍ନ ୪ଟା ୪୫ ମିନିଟ ସମୟରେ ମହାକାଶ ଷ୍ଟେସନରୁ ସ୍ପେସ-ଏକ୍ସ ଡ୍ରାଗନରେ ଯାତ୍ରା ଆରମ୍ଭ କରିଛନ୍ତି।  ୨୨ ଘଣ୍ଟା ଯାତ୍ରା କରିବା ପରେ ଆଜି ଅପରାହ୍ନ ୩ଟାରେ କାର୍ଲିଫଣ୍ଣିଆ ଉପକୂଳରେ ଡ୍ରାଗନ ଅବତରଣ କରିବାର ଅଛି । ଆଇଏସଏସରେ ୧୮…

ପୈତୃକ ଗାଁ ପଳାସିଆରେ ପହଞ୍ଚିଲା ମୃତ ସୌମ୍ୟାଶ୍ରୀଙ୍କ ମରଶରୀର

ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ପୈତୃକ ଗାଁ ପଳାସିଆରେ ପହଞ୍ଚିଲା ମୃତ ସୌମ୍ୟାଶ୍ରୀଙ୍କ ମରଶରୀର । କାନ୍ଦବୋବାଳିରେ ଫାଟି ପଡୁଛି ପୁରା ପରିବେଶ । କିଛି ସମୟ ପରେ ହେବ ଅନ୍ତିମ ସଂସ୍କାର । ରୀତିନୀତି ଅନୁସାରେ ନିଜ ଜନ୍ମ ମାଟିରେ ଶେଷକୃତ୍ୟ ହେବ ।ନ୍ୟାୟ ପାଇଁ ଗୁହାରି କରି ଶେଷରେ ହାରିଗଲେ…

ଅବପାତରେ ପରିଣତ ହେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଦୁଇ ଦିନ ଯାଏ ଅଧିକ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସୂଚନା ଅନୁସାରେ ଦକ୍ଷିଣ-ପୂର୍ବ…

ଆଜିର ରାଶିଫଳ

ମେଷ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ସମାଜରେ ପ୍ରସିଦ୍ଧି ବଢ଼ିବ। ବ୍ୟବସାୟୀ ଅନ୍ୟମାନଙ୍କୁ ନିଜ ମତରେ ସହମତ କରାଇନେବେ। ପାରିବାରିକ ଜୀବନ ସୁଖକର ହେବ। ‌ ବୃଷ: ଜୀବନରେ କୌଣସି ନୂଆ ଖୁସିର ସଂକେତ ମିଳିପାରେ। ଇଂଜିନିୟରଙ୍କୁ ଜଲଦି ଲାଭ ମିଳିବ। ଅଧ୍ୟାପକଙ୍କ ଲାଗି…

ପରଲୋକରେ ପ୍ରଥମ ମହିଳା ସୁପରଷ୍ଟାର

ସାଉଥ୍ ଫିଲ୍ମ ଇଣ୍ଡଷ୍ଟ୍ରିରୁ ପୁଣି ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଦକ୍ଷିଣ ସିନେମାର ବରିଷ୍ଠ ଅଭିନେତ୍ରୀ ବି. ସରୋଜା ଦେବୀଙ୍କ ପରଲୋକ ହୋଇଛି। ସେ କନ୍ନଡ ଫିଲ୍ମ ଇଣ୍ଡଷ୍ଟ୍ରିର ପ୍ରଥମ ମହିଳା ସୁପରଷ୍ଟାର ଥିଲେ। ଆଜି ସକାଳେ ୮୭ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ଜଣାଯାଇଛି।…