Browsing Tag

#india

ଆଜିର ରାଶିଫଳ

ମେଷ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟାଦି ବିଭିନ୍ନ ସ୍ତରରୁ ପର୍ଯ୍ୟାପ୍ତ ଅର୍ଥ ପ୍ରାପ୍ତି ହୋଇପାରେ। ଧାର୍ମିକ, ତେଜସ୍ବୀ, ଆଦର୍ଶ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ବୃଷ: ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ…

ଲର୍ଡସ ଟେଷ୍ଟ , ଟସ ଜିତି ଇଂଲଣ୍ଡର ବ୍ୟାଟିଂ ନିଷ୍ପତ୍ତି

 ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଆଣ୍ଡରସନ-ତେନ୍ଦୁଲକର ଟ୍ରଫି ୨୦୨୪-୨୫ର ତୃତୀୟ ମ୍ୟାଚ୍ ଆଜି ଲଣ୍ଡନର ଲର୍ଡସ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଉଛି । ଏହି ମ୍ୟାଚ୍‌ରେ ଇଂଲଣ୍ଡ ଦଳ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି । ଦୁଇ ଦେଶ ମଧ୍ୟରେ ସିରିଜର ପ୍ରଥମ ମ୍ୟାଚ୍ ଲର୍ଡସରେ…

ଜୁନ୍ ମାସରେ ରାଜ୍ୟରେ ୬୭,୯୦୮ଟି ଗାଡ଼ି ବିକ୍ରି

ଗତ ଜୁନ୍ ମାସରେ ରାଜ୍ୟରେ ୬୭,୯୦୮ଟି ଗାଡ଼ି ବିକ୍ରି ହୋଇଛି। ଏହା ୨୦୨୪ର ଜୁନ୍‌ରେ ବିକ୍ରି ହୋଇଥିବା ୬୧,୦୬୨ଟି ଗାଡ଼ି ତୁଳନାରେ ୧୧.୨୧ ପ୍ରତିଶତ ଅଧିକ। ପ୍ରାୟ ସବୁ ପ୍ରକାର ଗାଡ଼ିର ବିକ୍ରି ବଢ଼ିଥିଲେ ମଧ୍ୟ ବାଣିଜ୍ୟିକ ଯାନ ବିକ୍ରି ହ୍ରାସ ପାଇବା ଚିନ୍ତାର କାରଣ ପାଲଟିଛି। ଓଡ଼ିଶା ଏକ ଖଣିଜ…

ଓଲିଉଡ ଅଭିନେତା ପାର୍ଥସାରଥୀ ରାୟ ଗିରଫ

ଓଲିଉଡ ଅଭିନେତା ପାର୍ଥସାରଥୀ ରାୟଙ୍କୁ ଗିରଫ କରିଛି ପୁଲିସ। କମିଶନରେଟ ପୁଲିସ ଅନ୍ତର୍ଗତ ବଡ଼ଗଡ଼ ଥାନା ପୁଲିସ ପାର୍ଥସାରଥୀଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସୂଚନା ଅନୁସାରେ, ପାର୍ଥ ଏକ ମାମଲାରେ କୋର୍ଟଙ୍କ ନିୟମ ଖିଲାପ କରିଥିଲେ। ଯାହାଫଳରେ କୋର୍ଟ ତାଙ୍କ ବିରୋଧରେ ଜାମିନ…

ଆସନ୍ତା 4 ଦିନ ଏହି ସବୁ ଜିଲ୍ଲାରେ ହେବ ପ୍ରବଳ ବର୍ଷା

ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଝାଡ଼ଖଣ୍ଡ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ଆଜି ସେହି ଅଞ୍ଚଳରେ ରହିଥିଲା। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବା ସହ ଆସନ୍ତା ୨ ଦିନରେ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଅତିକ୍ରମ କରିବ। ମୌସୁମୀ ଟ୍ରଫ୍‌ ଲାଇନ୍‌ ଅମୃତସର, ଚଣ୍ଡୀଗଡ଼, କାନପୁର,…

ରାଞ୍ଚି ଗସ୍ତରେ ମୁଖ୍ୟମନ୍ତ୍ରୀ

ଗୁରୁବାର ରାଞ୍ଚିରେ ଅନୁଷ୍ଠିତ ହେବାକୁ ଥିବା ୨୭ତମ ଇଷ୍ଟର୍ଣ୍ଣ ଜୋନାଲ୍‌ କାଉନସିଲ୍‌ ବୈଠକରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାଡ଼ଖଣ୍ଡ ଗସ୍ତ କରିଛନ୍ତି। ଆଜି ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଏହି ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କୁ…

ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ପିଲା ଫେଲ୍‌ ହେଲେ ପୁଣି ପରୀକ୍ଷା ସୁଯୋଗ ପାଇବେ

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି। ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ପିଲା ଫେଲ୍‌ ହେଲେ ପୁଣି ପରୀକ୍ଷା ସୁଯୋଗ ପାଇବେ । ୨ ମାସ ମଧ୍ୟରେ ପୁନଃ ପରୀକ୍ଷା ପାଇଁ ସ୍କୁଲ…

ଭାରତ ଏକ ଧର୍ମଶାଳା ନୁହେଁ

ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସାଂସଦ ମହୁଆ ମୈତ୍ରଙ୍କ ଭାଇରାଲ ଭିଡିଓ ଉପରେ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ ପ୍ରତିକ୍ରିୟା ରଖିଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମକୁ କହିଛନ୍ତି, ଭାରତ ଏକ ଧର୍ମଶାଳା ନୁହେଁ ଯେ, ଯିଏ ଯେମିତି ଆସିବେ ରହିବେ। ବେଆଇନ ଭାବେ ରହୁଥିବା…

ସରକାରଙ୍କ ସହ ଡ୍ରାଇଭର ମହାସଂଘର ଆଲୋଚନାରୁ ବାହାରିଲାନି ନିଷ୍କର୍ସ,ଆନ୍ଦୋଳନ ଜାରି

ସରକାରଙ୍କ ସହ ଡ୍ରାଇଭର ମହାସଂଘର ଆଲୋଚନାରୁ ବାହାରିଲାନି ନିଷ୍କର୍ସ । ଫଳରେ ଷ୍ଟିୟରିଂ ଛାଡ ଆନ୍ଦୋଳନ ଜାରି ରହିଛି । ଆନ୍ଦୋଳନରତ ଡ୍ରାଇଭର ମହାସଂଘ ସହ ପରିବହନ ମନ୍ତ୍ରୀଙ୍କ ୪ଘଣ୍ଟା ଧରି ଆଲୋଚନା ପରେ ମଧ୍ୟ କୌଣସି ନିଷ୍କର୍ସ ବାହାରି ପାରିନାହିଁ । ସେମାନଙ୍କ ଦାବି ଉପରେ ଆଲୋଚନା ହୋଇଥିବା…

୬ଦଫା ଦାବିରେ ଦେଶବ୍ୟାପି ଶ୍ରମିକ ସଙ୍ଗଠନ ପକ୍ଷରୁର ଆଜି ଭାରତ ବନ୍ଦ ଡାକରା

ଆଜି ଭାରତ ବନ୍ଦ । ୬ଦଫା ଦାବିରେ ଦେଶବ୍ୟାପି ଶ୍ରମିକ ସଙ୍ଗଠନ ପକ୍ଷରୁର ଧର୍ମଘଟ ଡାକରା ଦିଆଯାଇଛି । ୧୦କେନ୍ଦ୍ରୀୟ ଟ୍ରେଡ୍‍ ୟୁନିୟନ ଓ ସହଯୋଗୀ ସଂଘକୁ ନେଇ ଗଠିତ ମଞ୍ଚ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟରତ ୨୫କୋଟିରୁ ଅଧିକ ଶ୍ରମିକ, କର୍ମଚାରୀ ଏଥିରେ ଭାଗ…