ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ। ବେଙ୍ଗଲର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ। ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ।
ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦି ସାମିଲ ହୋଇଥିଲେ। ଉପସ୍ଥିତ ଅଛନ୍ତି ସ୍ୱରାଷ୍ଟ୍ର ମନ୍ତ୍ରୀ ଶାହ ଓ…