Browsing Tag

#india

ଆଜିର ରାଶିଫଳ

ମେଷ: ଆର୍ଥିକ ସ୍ଥିତି ନିମ୍ନଗାମୀ ହୋଇପାରେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଶୁଭ କାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। କୃଷିକର୍ମରେ ଦକ୍ଷତା ପ୍ରତିପାଦନ କରିବେ। ସତ୍‌ପରାୟଣ ହେବେ। ବୃଷ: ଆଜି ଦିନଟି ଆପଣଙ୍କ ପାଇଁ ଆନନ୍ଦଦାୟକ ହେବ। ବହୁ ସୁଖକର ଘଟଣାମାନ ଘଟିବ ।…

୧୨ ମାଓବାଦୀଙ୍କ ଆତ୍ମସମର୍ପଣ

ସୀମାନ୍ତ ତେଲେଙ୍ଗାନାର ଭଦ୍ରାଦୀ କଥାଗୁଡ଼ିମ ଜିଲ୍ଲା ପୁଲିସ ନିକଟରେ ୧୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ ଡିଭିସିଏମ, ୪ ଜଣ ଏସିଏମ, ପାର୍ଟି ମେମ୍ବର ୨ ଜଣ, ମିସିଲିଆ ସଦସ୍ୟ ୨ ଜଣ ଏବଂ ଆରପିସି ସଦସ୍ୟ ୨ ଜଣ। ତେଲେଙ୍ଗାନା ପୁଲିସ ତରଫରୁ ଲଗାତାର ନକ୍ସଲ ଅପରେସନ…

ଧ୍ୱଂସସ୍ତୁପ ପାଲଟିଛି ତେହେରାନ

ସଂଘର୍ଷଗ୍ରସ୍ତ ଇରାନରୁ ଉଦ୍ଧାର କରାଯାଇଥିବା ଭାରତୀୟ ଛାତ୍ରମାନେ ଇରାନରେ ସଙ୍କଟର ଏକ ଭୟଙ୍କର ବିବରଣୀ ଦେଇଛନ୍ତି। ଅନେକ ଛାତ୍ର ଇସ୍ରାଏଲର ଆକ୍ରମଣ ସେଠାରେ କିପରି ଧ୍ୱଂସ ଆଣିଥିଲା, ସେ ସମ୍ପର୍କରେ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର, ଅପରେସନ ସିନ୍ଧୁ ଅଧୀନରେ,…

ଇରାନରୁ ଇଣ୍ଡିଗୋ ବିମାନ ଯୋଗେ ନୂଆଦିଲ୍ଲୀ ଆସିଲେ ୧୧୦ ଭାରତୀୟ ଛାତ୍ର

ବର୍ତ୍ତମାନ ଇରାନ ଓ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଲାଗିଥିବା ପରିପ୍ରେକ୍ଷୀରେ ଭାରତ ସରକାର ‘ଅପରେସନ ସିନ୍ଧୁ’ ଜରିଆରେ ଇରାନରେ ଅଧ୍ୟୟନରତ ଭାରତୀୟ ଛାତ୍ରଙ୍କୁ ସ୍ବଦେଶ ଫେରାଇ ଆଣୁଛନ୍ତି। ବୁଧବାର ୧୧୦ ଭାରତୀୟ ଛାତ୍ର ଦୋହାରୁ ଇଣ୍ଡିଗୋ ବିମାନ ଯୋଗେ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଏମାନଙ୍କ ମଧ୍ୟରେ…

ବର୍ଷା ଦିନେ କିପରି ନେବେ କାରର ଯତ୍ନ

ଏବେ ତ ସବୁଆଡେ ବର୍ଷା ଆରମ୍ଭ ହୋଇଗଲାଣି। ଏପରି ପରିସ୍ଥିତିରେ, ଯଦି ଆପଣ ନିୟମିତ ଭାବରେ ଆପଣଙ୍କ କାର ବ୍ୟବହାର କରନ୍ତି, ତେବେ ବର୍ଷାରେ କାରର ଯତ୍ନ ନେବା ବହୁତ ଜରୁରୀ, ନଚେତ୍ ଆପଣଙ୍କୁ ଗାଡ଼ି ଚଲାଇବା ସମୟରେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ବର୍ଷା ଦିନରେ ଅଧିକାଂଶ ଗାଡ଼ି ଖରାପ…

ଆସନ୍ତାକାଲି ଆସୁଛନ୍ତି ଭୁବନେଶ୍ବର ଆସୁଛନ୍ତି ମୋଦୀ, ସୁରକ୍ଷା ଦୃଷ୍ଟିରୁ ମୁତୟନ ମୋଟ ୧୩୩ ପ୍ଲାଟୁନ୍ ପୁଲିସ ଫୋର୍ସ

ଜୁନ୍ ୨୦ ତାରିଖ ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରାଜ୍ୟ ରାଜଧାନୀ ଭୁବନେଶ୍ୱର ଗସ୍ତ ପୂର୍ବରୁ, କମିସନରେଟ୍ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।ସୁରକ୍ଷା ଦୃଷ୍ଟିରୁ ମୋଟ ୧୩୩ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯାଇଛି। ଏହା ବ୍ୟତୀତ, ଡେପୁଟି…

ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦୀ

ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାହୁଲ ଗାନ୍ଧୀ ଗୁରୁବାର ୫୫ ବର୍ଷ ବୟସରେ ପାଦ ଥାପିଛନ୍ତି। ଏହି ଅବସରରେ ସାରା ଦେଶର କଂଗ୍ରେସ ନେତା ଓ କର୍ମୀଙ୍କ ସମେତ ଅନେକ ବିଶିଷ୍ଟ…

ପଞ୍ଚଭୂତ ରେ ଲିନ ହେଲେ ରିସ୍ମା କପୁରଙ୍କ ପୂର୍ବତନ ସ୍ୱାମୀ ତଥା ବ୍ୟବସାୟୀ ସଞ୍ଜୟ କପୁର

ବଲିଉଡ ଅଭିନେତ୍ରୀ କରିସ୍ମା କପୁରଙ୍କ ପୂର୍ବତନ ସ୍ୱାମୀ ତଥ‌ା ବ୍ୟବସାୟୀ ସଞ୍ଜୟ କପୁର ଜୁନ୍ ୧୨ ତାରିଖରେ ଇଂଲଣ୍ଡରେ ପୋଲୋ ଖେଳୁଥିବା ସମୟରେ ହୃଦଘାତରେ ମୃତ୍ୟୁବରଣ କରିଥିଲେ। ସଞ୍ଜୟ କପୁରଙ୍କ ମୃତ୍ୟୁର ୮ ଦିନ ପରେ ଆଜି ଅର୍ଥାତ୍ ଗୁରୁବାର ଦିଲ୍ଲୀରେ ତାଙ୍କର ଶେଷକୃତ୍ୟ କରାଯିବ। ସଞ୍ଜୟ…

ଭାରତରେ ୨୦୦୦ କୋଟି ଟଙ୍କାରୁ ଅଧିକ ନିବେଶ କରିବ ଆମାଜନ

ଇ-କମର୍ସ କମ୍ପାନୀ ଆମାଜନ ଇଣ୍ଡିଆ ଭାରତରେ ୨୦୦୦ କୋଟି ଟଙ୍କାରୁ ଅଧିକ ନିବେଶ କରିବ। ଗୁରୁବାର ଦିନ ଏହା ଘୋଷଣା କରି କମ୍ପାନୀ କହିଛି ଯେ ଆମର ଉଦ୍ଦେଶ୍ୟ ହେଉଛି ସମଗ୍ର ଭାରତରେ ଡେଲିଭରି ନେଟୱାର୍କକୁ ଆହୁରି ମଜବୁତ କରିବା। ଆମାଜନ କହିଛି ଯେ ଏହି ନିବେଶ ନେଟୱାର୍କ ବିସ୍ତାର ଏବଂ ଅପଗ୍ରେଡରେ…

୨୦୨୬ ଟ୍ୱେଣ୍ଟି-୨୦ ମହିଳା ବିଶ୍ୱକପ ଖେଳସୂଚୀ ଘୋଷଣା

ଆସନ୍ତାବର୍ଷ ଇଂଲଣ୍ଡ ଏବଂ ୱେଲସରେ ଆଇସିସି ମହିଳା ଟ୍ୱେଣ୍ଟି-୨୦ ବିଶ୍ୱକପର ୧୦ମ ସଂସ୍କରଣ ଖେଳାଯିବ । ଏହି ବିଶ୍ୱକପ ଜୁନ୍‍ ୧୨ରୁ ଆରମ୍ଭ ହୋଇ ଜୁଲାଇ ୫ପର୍ଯ୍ୟନ୍ତ ଚାଲିବ । ଏହି ୨୪ଦିନରେ ମୋଟ ୩୩ଟି ମ୍ୟାଚ୍‍ ଖେଳାଯିବ । ଇଂଲଣ୍ଡ ଓ ୱେଲସର ୬ଟି ଷ୍ଟାଡିୟମରେ ସମସ୍ତ ମ୍ୟାଚ୍‍ ଖେଳାଯିବ ।…