Browsing Tag

#india

କେଦାରନାଥରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ , 7 ମୃତ

କେଦାରନାଥ ନିକଟରେ ରବିବାର ସକାଳେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲିକପ୍ଟରଟି କେଦାରନାଥର ଗୌରୀକୁଣ୍ଡ ଜଙ୍ଗଲରେ ଦୁର୍ଘଟଣାର ଶିକାର ହୋଇଛି। ଏଥିରେ ୫ ଯାତ୍ରୀ ଓ ୨ ପାଇଲଟଙ୍କୁ ମିଶାଇ ମୋଟ ୭ ଜଣ ଥିଲେ। ସମସ୍ତ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି।ହେଲିକପ୍ଟରଟି…

ଆଜି ରଜ ସଂକ୍ରାନ୍ତି

ଆଜି ଓଡ଼ିଶାର ଗଣପର୍ବ ରଜ। ଗତକାଲି ପହିଲି ରଜ ଥିବା ବେଳେ ଆଜି ରଜ ସଂକ୍ରାନ୍ତି। ଏଥିଲାଗି ସହରଠୁ ପଲ୍ଲୀ ସବୁଠି ଉତ୍ସବର ମାହୋଲ। ତିନିଦିନିଆ ରଜ ଉତ୍ସବର ପ୍ରମୁଖ ଦିନ। ରଜ ସଂକ୍ରାନ୍ତିରେ ଗାଁ ଆମ୍ବତୋଟାରେ ସକାଳୁ ସକାଳୁ ଶୁଭୁଛି ରଜଗୀତ । ସହରର ବିଭିନ୍ନ ପାର୍କରେ ଦୋଳି, ପାନ ଓ ପିଠା …

ଭୁଷୁଡ଼ିଲା ସେତୁ , 20 ପର୍ଯ୍ୟଟକ ନିଖୋଜ , 2 ମୃତ

ବିବାର ଅପରାହ୍ନରେ ପୁଣେ ନିକଟରେ ଏକ ନଦୀ ଉପରେ ଏକ ସେତୁ ଭୁଶୁଡ଼ି ପଡ଼ିବା ପରେ ଅନେକ ପର୍ଯ୍ୟଟକ ବୁଡ଼ି ଯାଇଥିବା ଆଶଙ୍କା କରାଯାଉଛି। ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳର ଦଳଗୁଡ଼ିକ ପୁଣେର ଦୁର୍ଘଟଣାସ୍ଥଳରେ ସ୍ଥାନରେ ପହଞ୍ଚିଛନ୍ତି ଏବଂ ଉଦ୍ଧାର କାରୀଜୟ ଜାରି ରହିଛି। ସରକାରୀ ଉଦ୍ଧାରକାରୀ ଦଳ…

ବିଶ୍ଵର ୨ୟ ଧନୀ ବ୍ୟକ୍ତି ମାନ୍ୟତା ପାଇଲେ ଲାରି ଏଲିସନ

ବିଶ୍ଵର ୨ୟ ଧନୀ ବ୍ୟକ୍ତି ତାଲିକାରେ ପରିବର୍ତ୍ତନ ହୋଇଛି। ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସ ବିଶ୍ଵର ୨ୟ ଧନୀ ବ୍ୟକ୍ତି ମାନ୍ୟତା ହରାଇଛନ୍ତି। ତାଙ୍କୁ ପଛରେ ପକାଇଛନ୍ତି ଓରାକଲର ପ୍ରତିଷ୍ଠାତା ଲାରି ଏଲିସନ। ଗତ ଗୁରୁବାର ୮୦ ବର୍ଷୀୟ ଏଲିସନଙ୍କ ସମ୍ପତ୍ତିରେ ହଠାତ ବୃଦ୍ଧି ଯୋଗୁ ସେ ବିଶ୍ଵର…

ହଇଜା ସ୍ଥିତି ସମୀକ୍ଷା ପାଇଁ ଯାଜପୁରରେ କେନ୍ଦ୍ରୀୟ ଟିମ୍

ହଇଜା ସ୍ଥିତି ସମୀକ୍ଷା ପାଇଁ ଯାଜପୁରରେ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳଙ୍କ ପ୍ରକୋଷ୍ଠରେ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରୁଛି ୧୪ ଜଣିଆ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଙ୍କ ସହ ଆଲୋଚନା କରୁଛି। ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ଯାଜପୁର ସାଂସଦ, ବଡ଼ଚଣା ଓ…

ଅଣ ସେବାୟତମାନେ ରଥ ଉପରକୁ ଚଢିଲେ ଗିରଫ ହେବେ

ଚଳିତ ମାସ ୨୭ରେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏହି ଘୋଷଯାତ୍ରାରେ ଶୃଙ୍ଖଳା ରକ୍ଷା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ସରକାରଙ୍କ ଆକ୍ସନ୍ ପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ସଂସ୍କାର ଓ କଠୋର ଆଭିମୁଖ୍ୟ…

ରାଜ୍ୟରେ ବିଦ୍ୟାଳୟସ୍ତରରେ ପାଳିତ ହେବ ଯୋଗ ଦିବସ

ଆସନ୍ତା ୨୧ ତାରିଖରେ ୧୧ତମ ଆନ୍ତର୍ଜାତିକ ଯୋଗ ଦିବସ। ଚଳିତବର୍ଷର ବିଷୟବସ୍ତୁ ରହିଛି ‘ଏକ ପୃଥିବୀ, ଏକ ସ୍ବାସ୍ଥ୍ୟ ପାଇଁ ଯୋଗ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ ଚଳିତବର୍ଷ ଐତିହାସିକ ଯୋଗ ସଙ୍ଗମ (ଗଣ ଯୋଗ ପ୍ରଦର୍ଶନ) ସକାଳ ସାଢ଼େ ୬ଟାରୁ ୭ଟା ୪୫ ମିନିଟ ପର୍ଯ୍ୟନ୍ତ…

ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହିତ ବର୍ଷା ସମ୍ଭାବନା

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗାମୀ ଦୁଇ ଦିନ ମଧ୍ୟରେ ଓଡ଼ିଶାର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି । ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହିତ ବର୍ଷା ହେବ । କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ମୌସୁମୀ ବର୍ଷାରେ ଭିଜିବ…

ଝାଡ଼ାବାନ୍ତିରେ ଆକ୍ରାନ୍ତ ୭୦

ବରଗଡ଼ ଜିଲ୍ଲା  ପାଇକମାଳ ବ୍ଲକ୍‌ କୁଆପାଲି ଗାଁରେ ପ୍ରାୟ ୭୦ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ଗୁରୁତର ଥିବା ୧୭ ଜଣଙ୍କୁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଯାଇଛି। ସୂଚନାଯୋଗ୍ୟ, ଶୁକ୍ରବାର ଉକ୍ତ ଗାଁରେ ଏକ ଗଙ୍ଗାଶ୍ରାଦ୍ଧ ଭୋଜି ହୋଇଥିଲା। ଏଥିରେ ଗ୍ରାମବାସୀ…

ଋତୁସ୍ରାବ ସମୟରେ ସ୍ୱଚ୍ଛତା ପ୍ରଜନନ ସ୍ୱାସ୍ଥ୍ୟକୁ ପ୍ରଭାବିତ କରିଥାଏ

ଭାରତବ୍ୟାପୀ ଅନେକ ମହିଳା ଏବେ ମଧ୍ୟ ଋତୁସ୍ରାବ ସମୟରେ ସ୍ୱଚ୍ଛତାକୁ ଅଣଦେଖା କରୁଛନ୍ତି । ଋତୁସ୍ରାବ ସମୟରେ ପୁରୁଣା କଟନ କପଡାର ବ୍ୟବହାର, ଅଧିକ ସମୟ ପର୍ଯ୍ୟନ୍ତ ପ୍ୟାଡ ପିନ୍ଧିବା, ଯନ୍ତ୍ରଣା ଓ ଅସହଜତାକୁ ନୀରବରେ ସହି ଯାଉଛନ୍ତି । କିନ୍ତୁ ଏହି ଛୋଟ ଛୋଟ ଅବହେଳା ଆଗକୁ ଯାଇ ପ୍ରଜନନ…