Browsing Tag

#india

ବିମାନ ଦୁର୍ଘଟଣାରେ ଏକମାତ୍ର ଯାତ୍ରୀ ଭାବେ ବର୍ତ୍ତିଯାଇଛନ୍ତି ବିଶ୍ବାସ କୁମାର ରମେଶଙ୍କୁ ଭେଟିଲେ ମୋଦୀ

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଏକମାତ୍ର ଯାତ୍ରୀ ଭାବେ ବର୍ତ୍ତିଯାଇଛନ୍ତି ବିଶ୍ବାସ କୁମାର ରମେଶ । ଏତେ ଭୟଙ୍କର ଦୁର୍ଘଟଣା, ଯେଉଁଥିରେ ଜଣେ ବି ବଞ୍ଚିନାହାନ୍ତି । ସେଠାରେ ରମେଶଙ୍କ ବଞ୍ଚିଯିବା କୌଣସି ଚମତ୍କାରଠୁ କମ୍ ନୁହେଁ । ବିମାନରୁ ଡେଇଁବାରୁ ବଞ୍ଚିଯାଇଛି ଏକମାତ୍ର ଜୀବନ । ରମେଶ…

ରାଜ୍ୟ ସରକାର ଗୃହରକ୍ଷୀମାନଙ୍କୁ ରଜ ଭେଟି ଦେଇଛନ୍ତି, ଗୃହରକ୍ଷୀମାନଙ୍କ ପାଇଁ ଭତ୍ତା ବୃଦ୍ଧି

ରାଜ୍ୟ ସରକାର ଗୃହରକ୍ଷୀମାନଙ୍କୁ ରଜ ଭେଟି ଦେଇଛନ୍ତି। ଗୃହରକ୍ଷୀମାନଙ୍କ ପାଇଁ ଭତ୍ତା ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି। ଏହି ଅନୁସାରେ ଦୈନିକ ଡ୍ୟୁଟି କଲ୍‌-ଅପ୍‌ ଭତ୍ତା ବୃଦ୍ଧି ହୋଇଛି। ଡ୍ୟୁଟି କଲ୍‌-ଅପ୍‌ ଭତ୍ତା ୬୧୨ରୁ…

ମୋଦୀଙ୍କୁ ଫୋନ କଲେ ନେତାନ୍ୟାହୁ

ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବର୍ଦ୍ଧିତ ଉତ୍ତେଜନାକୁ ନେଇ ବେଞ୍ଜାମିନ ନେତାନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫୋନ୍ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ‘ଏକ୍ସ’ରେ ପୋଷ୍ଟ କରିଛନ୍ତି ଯେ ନେତାନ୍ୟାହୁ ତାଙ୍କୁ ଇରାନ ସହିତ ବର୍ତ୍ତମାନର ପରିସ୍ଥିତି ବିଷୟରେ ତାଙ୍କୁ ଅବଗତ…

ଦୀର୍ଘ ୩୬ ଘଣ୍ଟା ପରେ ଭଦ୍ରକ ଜିଲ୍ଲାର ଇଣ୍ଟରନେଟ ସେବା ଲୋକମାନଙ୍କ ପାଇଁ ଉପଲବ୍ଧ

ଦୀର୍ଘ ୩୬ ଘଣ୍ଟା ପରେ ଭଦ୍ରକ ଜିଲ୍ଲାର ଇଣ୍ଟରନେଟ ସେବା ଲୋକମାନଙ୍କ ପାଇଁ ଉପଲବ୍ଧ ହୋଇଛି। ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ଆଜି ସନ୍ଧ୍ୟାରେ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେବା ପରେ ଇଣ୍ଟରନେଟ ସେବା ପୁଣି ଥରେ ପୂର୍ବଭଳି ସ୍ବାଭାବିକ ହୋଇଛି। ଜିଲ୍ଲାପାଳ…

ରଥ ନିର୍ମାଣର ୪୩ତମ ଦିବସରେ ତିନି ରଥରେ ଚଉଦ ନାହାକା ବୁଲିଛି

ରଥ ନିର୍ମାଣର ୪୩ତମ ଦିବସରେ ତିନି ରଥରେ ଚଉଦ ନାହାକା ବୁଲିଛି। ତିନି ରଥର ମୁଖ୍ୟ ମହାରଣାଙ୍କ ଉପସ୍ଥିତିରେ ସହଯୋଗୀ ମହାରଣା ଏବଂ ଭୋଇସେବକମାନେ ମିଶି ତିନି ରଥରେ ଚଉଦ ନାହାକା ବୁଲାଇଥିଲେ। ପ୍ରଥମ ଭୂଇଁ ଛ’ କାଠିରେ ପାଖୁଡ଼ା ସଂଯୋଗ ହୋଇ ପ୍ରଥମ ଭୂଇଁ ବା ମୂଳ ଭୂଇଁ ଫ୍ରେମ ପଡ଼ିଛି। ରଥ…

ମସ୍ତିଷ୍କର କାର୍ଯ୍ୟଦକ୍ଷତା ଉପରେ କୁପ୍ରଭାବ ପକାଇଥାଏ ମେଦବହୁଳତା

ବିଶ୍ବର ବିଭିନ୍ନ ଦେଶରେ ମେଦବହୁଳ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମେଦବହୁଳତା ଯୋଗୁଁ ନାନାପ୍ରକାର ସ୍ବାସ୍ଥ୍ୟ ସମସ୍ୟା ଉତ୍ପନ୍ନ ହେଉଛି। ହୃଦଯନ୍ତ୍ର, ବୃକ୍‌କ, ଯକୃତ ସହ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ ଅଙ୍ଗ ଉପରେ ଏହା ନକାରାତ୍ମକ ପ୍ରଭାବ ପକାଉଛି। ଅନ୍ୟପକ୍ଷରେ ମେଦବହୁଳତା…

ପରଲୋକରେ ବଲିଉଡ୍ ଅଭିନେତ୍ରୀ କରିସ୍ମା କପୁରଙ୍କ ପୂର୍ବତନ ସ୍ୱାମୀ ସଞ୍ଜୟ କପୁର

ପରଲୋକରେ ବଲିଉଡ୍ ଅଭିନେତ୍ରୀ କରିସ୍ମା କପୁରଙ୍କ ପୂର୍ବତନ ସ୍ୱାମୀ ସଞ୍ଜୟ କପୁର। ବ୍ରିଟେନରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ହୃଦଘାତ ପାଇଁ ୫୩ ବର୍ଷୀୟ ଏହି ବ୍ୟବସାୟୀଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ବ୍ରିଟେନରେ ପୋଲୋ ଖେଳୁଥିବା ସମୟରେ ତାଙ୍କର ହୃଦଘାତ ହୋଇଥିଲା ବୋଲି…

ଦୁଇଦିନ ମଧ୍ୟରେ ସୁନା ଦରରେ ୧୫୫୦ ଟଙ୍କାର ବୃଦ୍ଧି

ଦୁଇଦିନ ମଧ୍ୟରେ ସୁନା ଦରରେ ୧୫୫୦ ଟଙ୍କାର ବୃଦ୍ଧି ଘଟିଛି। ଗତକାଲି ୨୨ କ୍ୟାରେଟ୍‌ ସୁନାର ୧୦ ଗ୍ରାମ ପିଛା ଦାମ୍ ୭୫୦ ଟଙ୍କା ବଢ଼ିଥିଲା। ଗୁରୁବାର ଦର ଆଉ ୮୦୦ ଟଙ୍କା ବଢ଼ିବାରୁ ଏହାର ଦାମ୍ ୯୧ ହଜାର ଟଙ୍କାକୁ ବୃଦ୍ଧି ପାଇଛି। ୨୪ କ୍ୟାରେଟ୍ ସୁନାର ଦାମ୍ ବୁଧବାର ୮୨୦ ଟଙ୍କା ଓ ଗୁରୁବାର ୮୮୦…

ଆସନ୍ତା ୪୮ ଘଣ୍ଟାରେ ପୁଣି ଥରେ ଓଡ଼ିଶା ଛୁଇଁବ ମୌସୁମୀ

ଓଡ଼ିଶାରେ ମେଘୁଆ ପାଗ ସହ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୪୮ ଘଣ୍ଟାରେ ମୌସୁମୀ ପୁଣି ଥରେ ଓଡ଼ିଶା ଛୁଇଁବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତା ୪୮ ଘଣ୍ଟାରେ ଓଡ଼ିଶା ସମେତ କେନ୍ଦ୍ରୀୟ ଭାରତ ଓ ସଂଲଗ୍ନ ପୂର୍ବ ଭାରତର ଅନେକ…

ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବା ସହିତ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଗୁଜରାଟର ଅହମ୍ମଦାବାଦ ଯାଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବିମାନ ଦୁର୍ଘଟଣାର ଆହତମାନଙ୍କୁ ଭେଟିଛନ୍ତି। ଦୁର୍ଘଟଣାରୁ ବର୍ତ୍ତିଯାଇଥିବା ବିଶ୍ଵାସ କୁମାରଙ୍କୁ ପ୍ରଧାନମନ୍ତ୍ରୀ ଭେଟି ତାଙ୍କ ସ୍ଵାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି।…