Browsing Tag

#india

ଆଜିର ରାଶିଫଳ

ମେଷ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜସ୍ବୀ ଓ ଧାର୍ମିକ ହେବ। ବୃଷ: ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। କୃଷି ଉପରେ…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଅହମଦାବାଦରେ ମୃତ୍ୟୁ

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଅହମଦାବାଦରେ ମୃତ୍ୟୁ ଘଟିଛି । ଗୁରୁବାର ଏହି ବିମାନଟି ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ବିମାନବନ୍ଦରରୁ ଲଣ୍ଡନ ଯାଉଥିଲା । ରୂପାଣୀ ପତ୍ନୀ ଓ ପୁଅ, ଝିଅଙ୍କୁ ଭେଟିବା ପାଇଁ ଲଣ୍ଡନ ଯାଉଥିଲେ ।…

ବିମାନ ଦୁର୍ଘଟଣା, ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

୨ ଜଣ ପାଇଲଟ୍ ଏବଂ ୧୦ ଜଣ କ୍ୟାବିନ୍ କ୍ରୁ ସଦସ୍ୟଙ୍କ ସମେତ ୨୪୨ ଜଣଙ୍କୁ ନେଇ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆ ଯାତ୍ରୀବାହୀ ବିମାନ ଗୁଜୁରାଟର ଅହମ୍ମଦାବାଦ ବିମାନବନ୍ଦର ନିକଟରେ ମେଘାନୀ ନଗର ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଯାତ୍ରୀମାନଙ୍କ ମଧ୍ୟରୁ ୧୬୯ ଜଣ ଭାରତୀୟ ନାଗରିକ, ୫୩ ଜଣ…

ଯୁକ୍ତ ୩ ନାମଲେଖା ପାଇଁ ପ୍ରକାଶ ପାଇଛି ପ୍ରଥମ ପର୍ଯ୍ୟାୟ କଳା, ବିଜ୍ଞାନ ଓ ବାଣିଜ୍ୟର କଟ୍‌ଅଫ୍‌ ତାଲିକା

ଚଳିତ ବର୍ଷର ଯୁକ୍ତ ୩ ନାମଲେଖା ପାଇଁ ଗୁରୁବାର ପ୍ରକାଶ ପାଇଛି ପ୍ରଥମ ପର୍ଯ୍ୟାୟ ମେଧା ତାଲିକା । କଳା, ବିଜ୍ଞାନ ଓ ବାଣିଜ୍ୟର କଟ୍‌ଅଫ୍‌ ତାଲିକା ପ୍ରକାଶ ପାଇଛି । ସର୍ବାଧିକ କଟ୍‌ଅଫ୍‌ ସହ ରେଭେନ୍ସା ବିଶ୍ୱବିଦ୍ୟାଳୟ ଆଗରେ ରହିଛି । କଳା ବିଭାଗରେ ରାଜନୀତି ବିଜ୍ଞାନରେ ସର୍ବାଧିକ ୯୨.୮୦ %…

୨୧ ଜୁନରେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ…

ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀର ଜାତୀୟ ଗଣମାଧ୍ୟମ କେନ୍ଦ୍ରରେ ୧୧ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଇଁ ଶୁଭ ଉଦଘାଟନର ଆୟୋଜନ କରାଯାଇଥିଲା। ୨୧ ଜୁନରେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଜାତୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।…

ଗୁଜରାଟର ଅହମ୍ମଦାବାଦରେ ବିମାନ ଦୁର୍ଘଟଣା: ମୃତକଙ୍କ ପରିବାରକୁ 1 କୋଟି ଦେବ ଟାଟାଗ୍ରୁପ

ଗୁଜରାଟର ଅହମ୍ମଦାବାଦରେ ଗୁରୁବାର ଘଟିଥିବା ବଡ଼ ଧରଣର ବିମାନ ଦୁର୍ଘଟଣାରେ ବହୁ ଲୋକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଇଛି। ଦୁର୍ଘଟଣାର ଶିକାର ଏୟାରଇଣ୍ଡିଆର ଏହି ବିମାନରେ ଯାତ୍ରୀ ଏବଂ କ୍ରିଉ ସଦସ୍ୟଙ୍କୁ ମିଶାଇ ୨୪୨ ଜଣ ଥିବାବେଳେ ୨୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା…

ଗୁଜରାଟର ଅହମ୍ମଦାବାଦରେ ଏୟାର ଇଣ୍ଡିଆର ବିମାନ ଦୁର୍ଘଟଣାଗ୍ରସ୍ତ, 241 ଯାତ୍ରୀ ମୃତ

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ୧୭୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ସ୍ପଷ୍ଟ କରିଛି। ଏହି ସଂଖ୍ୟା ଆହୁରି ବଢ଼ିପାରେ ବୋଲି କୁହାଯାଉଛି। ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ମୃତହେଦକୁ ଅଧାରକରି ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅପରାହ୍ନ ସାଢ଼େ ୪ଟା ସୁଦ୍ଧା ୧୭୦ ମୃତଦେହ…

ଆଜି ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ଯାଏ ଭଦ୍ରକ ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ

ଭଦ୍ରକ ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ। ଆଜି ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ଯାଏ ଇଣ୍ଟରନେଟ ସେବା ବନ୍ଦ ରହିବ ବୋଲି ଆରକ୍ଷୀ ଅଧୀକ୍ଷକ ମନୋଜ ରାଉତ ସୂଚନା ଦେଇଛନ୍ତି। ଗତ କିଛି ଦିନ ତଳେ ଭଦ୍ରକ ତିହିଡି ଥାନା ଅଞ୍ଚଳରେ ଦୁଇ ସଂପ୍ରଦାୟଙ୍କ ଭିତରେ କିଛି କାରଣରୁ ଗଣ୍ଡଗୋଳ ଘଟିଥିଲା…

୨୪ ଘଣ୍ଟାରେ ଦେଶରେ ଦେଶରେ ୬ ଜଣଙ୍କର କରୋନାରେ ମୃତ୍ୟୁ

ଦେଶରେ କରୋନା ସଂକ୍ରମଣ ଲଗାତାର ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ପୁଣି ୩୦୬ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି। ଏଥିସହ ଦେଶରେ ସକ୍ରିୟ ମାମଲା ୭ ହଜାର ଟପିଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁଯାୟୀ ଦେଶରେ ଏବେ ମୋଟ୍‌ ସକ୍ରିୟ ମାମଲା ୭,୧୨୧।  ଗତ ୨୪ ଘଣ୍ଟାରେ…

ଲସ୍ ଏଞ୍ଜେଲସ୍‌ରେ କର୍ଫ୍ୟୁ ଲାଗୁ, ୪ ଦିନରେ ୨୦୦ରୁ ଅଧିକ ଦଙ୍ଗାକାରୀ ଗିରଫ

ଲଗାତାର ପଞ୍ଚମ ଦିନ ପାଇଁ ଆମେରିକାର ଦ୍ବିତୀୟ ବୃହତ୍ତମ ସହର ଲସ୍ ଏଞ୍ଜେଲସ୍‌ରେ ବିକ୍ଷୋଭ ଜାରି ରହିଥିବାରୁ ଜରୁରିକାଳୀନ କର୍ଫ୍ୟୁ ଲାଗୁ କରାଯାଇଛି। ଶନିବାରଠାରୁ ୪ ଦିନରେ ୨୦୦ରୁ ଅଧିକ ଦଙ୍ଗାକାରୀଙ୍କୁ ଗିରଫ କରାଯାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲସ୍ ଏଞ୍ଜେଲସ୍‌କୁ ବିଦେଶୀ…