Browsing Tag

#india

ଗୁଜରାଟର ଅହମ୍ମଦାବାଦରେ ବିମାନ ଦୁର୍ଘଟଣା: ମୃତକଙ୍କ ପରିବାରକୁ 1 କୋଟି ଦେବ ଟାଟାଗ୍ରୁପ

ଗୁଜରାଟର ଅହମ୍ମଦାବାଦରେ ଗୁରୁବାର ଘଟିଥିବା ବଡ଼ ଧରଣର ବିମାନ ଦୁର୍ଘଟଣାରେ ବହୁ ଲୋକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଇଛି। ଦୁର୍ଘଟଣାର ଶିକାର ଏୟାରଇଣ୍ଡିଆର ଏହି ବିମାନରେ ଯାତ୍ରୀ ଏବଂ କ୍ରିଉ ସଦସ୍ୟଙ୍କୁ ମିଶାଇ ୨୪୨ ଜଣ ଥିବାବେଳେ ୨୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା…

ଗୁଜରାଟର ଅହମ୍ମଦାବାଦରେ ଏୟାର ଇଣ୍ଡିଆର ବିମାନ ଦୁର୍ଘଟଣାଗ୍ରସ୍ତ, 241 ଯାତ୍ରୀ ମୃତ

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ୧୭୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ସ୍ପଷ୍ଟ କରିଛି। ଏହି ସଂଖ୍ୟା ଆହୁରି ବଢ଼ିପାରେ ବୋଲି କୁହାଯାଉଛି। ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ମୃତହେଦକୁ ଅଧାରକରି ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅପରାହ୍ନ ସାଢ଼େ ୪ଟା ସୁଦ୍ଧା ୧୭୦ ମୃତଦେହ…

ଆଜି ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ଯାଏ ଭଦ୍ରକ ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ

ଭଦ୍ରକ ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ। ଆଜି ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ଯାଏ ଇଣ୍ଟରନେଟ ସେବା ବନ୍ଦ ରହିବ ବୋଲି ଆରକ୍ଷୀ ଅଧୀକ୍ଷକ ମନୋଜ ରାଉତ ସୂଚନା ଦେଇଛନ୍ତି। ଗତ କିଛି ଦିନ ତଳେ ଭଦ୍ରକ ତିହିଡି ଥାନା ଅଞ୍ଚଳରେ ଦୁଇ ସଂପ୍ରଦାୟଙ୍କ ଭିତରେ କିଛି କାରଣରୁ ଗଣ୍ଡଗୋଳ ଘଟିଥିଲା…

୨୪ ଘଣ୍ଟାରେ ଦେଶରେ ଦେଶରେ ୬ ଜଣଙ୍କର କରୋନାରେ ମୃତ୍ୟୁ

ଦେଶରେ କରୋନା ସଂକ୍ରମଣ ଲଗାତାର ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ପୁଣି ୩୦୬ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି। ଏଥିସହ ଦେଶରେ ସକ୍ରିୟ ମାମଲା ୭ ହଜାର ଟପିଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁଯାୟୀ ଦେଶରେ ଏବେ ମୋଟ୍‌ ସକ୍ରିୟ ମାମଲା ୭,୧୨୧।  ଗତ ୨୪ ଘଣ୍ଟାରେ…

ଲସ୍ ଏଞ୍ଜେଲସ୍‌ରେ କର୍ଫ୍ୟୁ ଲାଗୁ, ୪ ଦିନରେ ୨୦୦ରୁ ଅଧିକ ଦଙ୍ଗାକାରୀ ଗିରଫ

ଲଗାତାର ପଞ୍ଚମ ଦିନ ପାଇଁ ଆମେରିକାର ଦ୍ବିତୀୟ ବୃହତ୍ତମ ସହର ଲସ୍ ଏଞ୍ଜେଲସ୍‌ରେ ବିକ୍ଷୋଭ ଜାରି ରହିଥିବାରୁ ଜରୁରିକାଳୀନ କର୍ଫ୍ୟୁ ଲାଗୁ କରାଯାଇଛି। ଶନିବାରଠାରୁ ୪ ଦିନରେ ୨୦୦ରୁ ଅଧିକ ଦଙ୍ଗାକାରୀଙ୍କୁ ଗିରଫ କରାଯାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲସ୍ ଏଞ୍ଜେଲସ୍‌କୁ ବିଦେଶୀ…

ଆଜିଠୁ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅନବସର ସେବା ଆରମ୍ଭ, ଭକ୍ତମାନେ ଶ୍ରୀ ଅଲାରନାଥଙ୍କୁ ଦର୍ଶନ କରିବେ

ଆଜିଠୁ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅନବସର ସେବା ଆରମ୍ଭ ହେବ। ଏହି ସମୟରେ ଜଗନ୍ନାଥପ୍ରେମୀ ଭକ୍ତମାନେ ବ୍ରହ୍ମଗିରି ସ୍ଥିତ ଶ୍ରୀ ଅଲାରନାଥଙ୍କୁ ଦର୍ଶନ କରିବେ। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଅଲାରନାଥଙ୍କ ପୀଠ। ଶ୍ରୀଜିଉଙ୍କ ଅନବସର ସମୟରେ ଅଲାରନାଥଙ୍କ ଦର୍ଶନ କଲେ…

ଘୂର୍ଣ୍ଣିବଳୟ ପ୍ରଭାବରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି , ଆଗାମୀ ୬ ଦିନ ଯାଏ ବର୍ଷା ଲାଗି ରହିବ

ଘୂର୍ଣ୍ଣିବଳୟ ପ୍ରଭାବରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ଆଗାମୀ ୬ ଦିନ ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତ କିଛି ଦିନ ହେବ ରାଜ୍ୟରେ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇଥିଲା। ପଶ୍ଚିମ ଓଡିଶାର କିଛି ଅଞ୍ଚଳରେ ପାରଦ…

ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ସେବା ଆରମ୍ଭ

ଭୁବନେଶ୍ବରରୁ ସିଧା ଆବୁଧାବିକୁ ଉଡ଼ିବ ବିମାନ । ଓଡ଼ିଶାରୁ ୟୁଏଇ ଯାଉଥିବା ଯାତ୍ରୀଙ୍କ ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବିମାନ ସେବା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବିମାନସେବାର ଶୁଭାରମ୍ଭ କରିଛନ୍ତି ।ଭୁବନେଶ୍ୱର ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଆଜି ସକାଳ ୯ଟା ୩୫ ସମୟରେ ବିମାନ ଉଡ଼ାଣ…

ମହାଲକ୍ଷ୍ମୀ ରାଜଯୋଗ, ବଦଳିବ ଏହି ରାଶିଙ୍କ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମହାଲକ୍ଷ୍ମୀ ରାଜଯୋଗ ହେବାକୁ ଯାଉଛି । ଏହି ଯୋଗ ଫଳରେ ଅନେକ ରାଶି ଲାଭବାନ୍‌ ହେବେ । ଗ୍ରହଙ୍କ ସେନାପତି ମଙ୍ଗଳ ସିଂହ ରାଶିରେ ରହିଛନ୍ତି । ୯ ଜୁନ୍‌ରେ ମଙ୍ଗଳ ଗ୍ରହ ସକାଳ ୮ଟା ୫୦ ମିନିଟ୍‌ରେ ବିଛା ରାଶିରେ ପ୍ରବେଶ କରିଛନ୍ତି । ଫଳରେ ମହାଲକ୍ଷ୍ମୀ ରାଜଯୋଗ…

ପାର୍ଟ ପ୍ଲଟ୍‌ ଲାଗି ଆଇନରେ ସଂଶୋଧନ ଆଣିଛି ଗୃହ ଓ ନଗର ଉନ୍ନୟନ ବିଭାଗ,ଫଳରେ ପାର୍ଟ ପ୍ଲଟ୍ ବିକ୍ରି ପାଇଁ ବାଟ ଫିଟିଛି

ପାର୍ଟ ପ୍ଲଟ୍‌ ଲାଗି ଆଇନରେ ସଂଶୋଧନ ଆଣିଛି ଗୃହ ଓ ନଗର ଉନ୍ନୟନ ବିଭାଗ । ଫଳରେ ପାର୍ଟ ପ୍ଲଟ୍ ବିକ୍ରି ପାଇଁ ବାଟ ଫିଟିଛି । ଏଥିସହ ଚାଷ ଜମି ବିକ୍ରି ଉପରୁ ମଧ୍ୟ କଟକଣା ହଟିଛି । ତେବେ କେବଳ ଚାଷ କାର୍ଯ୍ୟ ଉଦ୍ଦେଶ୍ୟରେ ବ୍ୟବହୃତ ଜମି ବିକ୍ରି କରିବାକୁ ଅନୁମତି ମିଳିଛି । ଏଥିସହ ପରିବାର…