ସ୍ନାନବେଦୀରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା। ୧୦୮ ସୁବାସିତ ଜଳରେ ଦିବ୍ୟ ସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଭକ୍ତିମୟ ହୋଇ ଉଠିଛି ଶ୍ରୀକ୍ଷେତ୍ର ଓ ଲୋକାରଣ୍ୟ ବଡଦାଣ୍ଡ । ମହାପ୍ରଭୁଙ୍କ ଦିବ୍ୟ ସ୍ନାନର ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ ଜମିଛି। କିଛି ସମୟ ପରେ ହାତୀବେଶରେ ଦର୍ଶନ ଦେବେ…