Browsing Tag

#india

ଇଣ୍ଡୋନେସିଆରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ,ଆଠ ମୃତ

ଇଣ୍ଡୋନେସିଆରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ। ୨୪ ଘଣ୍ଟା ପୂର୍ବରୁ ହେଲିକପ୍ଟର ସହିତ ରାଡାର ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ଦୁର୍ଘଟଣାରେ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଦୁର୍ଘଟଣାସ୍ଥଳରୁ ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ହେଲିକପ୍ଟରଟି ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିବା ଦେଖିବାକୁ…

ଅକ୍ଷୟ ତୃତୀୟାରେ ସୁନା ଏବଂ ରୂପା ମୂଲ୍ୟ ହେବ ଆକାଶଛୁଆଁ

ଅକ୍ଷୟ ତୃତୀୟା ରବିବାର ପଡୁଛି। କିନ୍ତୁ, ଯଦି ଆପଣ ସୁନା କିଣିବାକୁ ଯୋଜନା କରୁଛନ୍ତି, ତେବେ ବଜାରରେ ସାମ୍ପ୍ରତିକ ମୂଲ୍ୟ ବୃଦ୍ଧି ଆପଣଙ୍କୁ ଚିନ୍ତାରେ ପକାଇପାରେ। ବିବାହ ଋତୁ ଆରମ୍ଭ ହେବା ସହିତ, ଭାରତୀୟ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟ ଆକାଶଛୁଆଁ ହୋଇଛି, ଯାହା ରକେଟ ପରି ଗତିରେ…

ଫିଲ୍ମ ଫ୍ରାଇଡ଼େ ରେ ରିଲିଜ ହେଲା ଭୂତ ବଙ୍ଗଳା’

ଆଜି ସାରା ବିଶ୍ୱରେ ରିଲିଜ ହୋଇଛି ‘ଭୂତ ବଙ୍ଗଳା’ । ସକାଳ ୧୧ଟା ସୁଦ୍ଧା ଫିଲ୍ମଟି ୧ କୋଟି ସଂଗ୍ରହ କରିଛି । ସନ୍ଧ୍ୟାର ଶୋ ଦ୍ୱାରା ଏହାର ସଂଗ୍ରହ ଯଥେଷ୍ଟ ବୃଦ୍ଧି ପାଇବାର ଆଶା କରାଯାଉଛି । ଏହାରି ମଧ୍ୟରେ ‘ଭୂତ ବଙ୍ଗଳା’ ପେଡ୍ ପ୍ରିଭ୍ୟୁରେ ଭଲ ପ୍ରତିକ୍ରିୟା ହାସଲ କରିଛି । ଏହା…

ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ

ମହିଳା ସଂରକ୍ଷଣ ସହିତ ଜଡିତ ତିନୋଟି ବିଲ୍ ଉପରେ ସଂସଦରେ ଗୁରୁବାର ରାତି ୧ଟା ପର୍ଯ୍ୟନ୍ତ ଆଲୋଚନା ହୋଇଥିଲା। ଏହାପରେ କେନ୍ଦ୍ର ସରକାର ମହିଳା ସଂରକ୍ଷଣ କାର୍ଯ୍ୟକାରୀ କରିବା ପାଇଁ ଏକ ବିଜ୍ଞପ୍ତି ଜାରି କରିଥିଲେ। ଫଳସ୍ୱରୂପ ସଂସଦ ଏବଂ ରାଜ୍ୟ ବିଧାନସଭାରେ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣର…

ଆଜି ଓଡ଼ିଆ ପାଳୁଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ

ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶାର ଗର୍ବ, ଗୌରବ ଓ ଗରିମାକୁ ପ୍ରତିପାଦିତ କରିଥିବା ଓଡ଼ିଆ ବୀରଙ୍କ ମଧ୍ୟରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଏକ ଶାଣିତ ବ୍ୟକ୍ତିତ୍ବ । ଆଜି ଏପ୍ରିଲ ୧୭ ତାରିଖ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ । ୧୯୯୭ ମସିହା ଏପ୍ରିଲ ୧୭ରେ ବିଜୁବାବୁଙ୍କ ତିରୋଧାନ…

ମୁମ୍ବାଇକୁ ୭ ଓ୍ବିକେଟରେ ହରାଇଲା ପଞ୍ଜାବ

ପୁଣି ହାରିଲା ମୁମ୍ବାଇ । ମୁମ୍ବାଇକୁ ୭ ଓ୍ବିକେଟରେ ହରାଇଛି ପଞ୍ଜାବ । ବିଜୟ ସହ ଟେବୁଲ ଟପ୍ପର ହେଲା ପଞ୍ଜାବ । ୧୯୬ ରନର ବିଜୟ ଲକ୍ଷ୍ୟ ରହିଥିବାବେଳେ ୧୬.୩ ବଲରେ ଜିତି ନେଇଛି ଶ୍ରେୟସ ବାହିନୀ । ୩ ଓ୍ବିକେଟ୍ ବିନିମୟରେ ଏହି ବିଜୟୀ ସ୍କୋରକୁ ସହଜରେ ହାସଲ କରିଛି । ପ୍ରଭସିମରନ ଏବଂ…

ଜବତ ହୋଇଛି ୭୧ ପେଟି ବେଆଇନ କଫ ସରିଫ

ରାଜଧାନୀ ଭୁବନେଶ୍ବରରେ ବେଆଇନ କଫ ସିରଫ କାରବାରର ପର୍ଦ୍ଦାଫାସ । ଭୁବନେଶ୍ବର ଦେଇ ବାଲେଶ୍ବର ଚାଲାଣ ବେଳେ ଜବତ ହେଲା କଫସିରପ ବୋଝେଇ କଣ୍ଟେନର । ନଖରା ସ୍ଥିତ ଭିଆରଏଲ୍ ଲଜିଷ୍ଟିକ ଷ୍ଟକ୍ ହାଉସରେ ଏସଟିଏଫ ଓ ଡ୍ରଗ କଣ୍ଟ୍ରୋଲର ମିଳିତ ଚଢାଉ ବେଳେ ଜବତ ହୋଇଛି ୭୧ ପେଟି କଫ ସରିଫ । ପେଟିରେ…

ମହାପ୍ରଭୁଙ୍କ ବଡ଼ ମହାସ୍ନାନ ,ବନ୍ଦ ରହିଥିଲା ଶ୍ରୀମନ୍ଦିରେ ସାଧାରଣ ଦର୍ଶନ

ମହାପ୍ରଭୁଙ୍କ ବଡ଼ ମହାସ୍ନାନ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଛି । ଯେଉଁଥିଲାଗି କିଛି ସମୟ ପାଇଁ ବନ୍ଦ ରହିଥିଲା ଶ୍ରୀମନ୍ଦିରେ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଖବର ଅନୁଯାୟୀ, ଶୁକ୍ରବାର ଦିନ ଭୋର ସମୟରେ…

ଟକଟକ ହୋଇ ଫୁଟୁଛି ସାରା ଓଡ଼ିଶା,ବଡ଼ ବର୍ଷା ସମ୍ଭାବନା ଏବେ କମ୍

ଟକଟକ ହୋଇ ଫୁଟୁଛି ସାରା ଓଡ଼ିଶା। ଆକାଶରୁ ନିଆଁ ବର୍ଷୁଛି। ପାରଦ ୪୩ ଡେଇଁ ୪୪ ଡିଗ୍ରୀ ମୁହାଁ ହେଲାଣି। ୧୮ ତାରିଖ ସୁଦ୍ଧା ପହଞ୍ଚିବ ୪୫ ଡିଗ୍ରୀ ସେଲସିୟସ୍ ପହଞ୍ଚିବ। ମଝିରେ ମଝିରେ କାଳବୈଶାଖୀ ବର୍ଷା ହୋଇପାରେ। ମାତ୍ର ସୀମିତ ଅଞ୍ଚଳରେ ବା କାଁ ଭାଁ । ବଡ଼ ବର୍ଷା ସମ୍ଭାବନା ଏବେ କମ୍।…

ଆଜିର ରାଶିଫଳ

ମେଷ: ଆଜି ଏକ ଶୁଭ ଏବଂ ଫଳପ୍ରଦ ଦିନ ହେବ । କାର୍ଯ୍ୟଭାର ଭାରୀ ରହିବ, କିନ୍ତୁ ଆପଣଙ୍କ ପ୍ରୟାସ ଏବଂ କଠିନ ପରିଶ୍ରମ ସଫଳତା ଆଣିବ । ବ୍ୟବସାୟରେ ଆର୍ଥିକ ଲାଭ ହେବ । ଆପଣ ବ୍ୟବସାୟ ବିସ୍ତାର ପାଇଁ ଯୋଜନା କରିପାରିବେ । ଆପଣଙ୍କ ଚାକିରିରେ ପଦୋନ୍ନତିର ସମ୍ଭାବନା ଅଛି । କାର୍ଯ୍ୟରେ ସଫଳତା ଏବଂ…