Browsing Tag

#india

ଆସନ୍ତ ୧୧ରୁ ଲଗାତାର ୫ ଦିନ ବନ୍ଦ ରହିବ ବ୍ୟାଙ୍କ ,ଧର୍ମଘଟ ସହ ସାପ୍ତାହିକ ଓ ପର୍ବପର୍ବାଣି ଛୁଟି

ଆସନ୍ତ ୧୧ରୁ ଲଗାତାର ୫ ଦିନ ବନ୍ଦ ରହିବ ବ୍ୟାଙ୍କ । ​ ଧର୍ମଘଟ ସହ ସାପ୍ତାହିକ ଓ ପର୍ବପର୍ବାଣି ଛୁଟି । ଠପ୍ ହେବ କାରବାର । ବ୍ୟାଙ୍କ କର୍ମଚାରୀ ସଂଘର ଧର୍ମଘଟ ଡାକରା ସାଙ୍ଗକୁ ଦ୍ୱିତୀୟ ଶନିବାର, ରବିବାର ଏବଂ ପର୍ବପର୍ବାଣି ଛୁଟି ପଡ଼ୁଥିବାରୁ ଆସନ୍ତା ସପ୍ତାହରେ ବ୍ୟାଙ୍କିଂ କାରବାର…

ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ

ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜିଠୁ ୧୧ ତାରିଖ ପର୍ଯ୍ୟନ୍ତ ୟୁଏଇରେ ଚାଲିବ ନିବେଶକ ସମ୍ମିଳନୀ । ୟୁଏଇରେ ଓଡ଼ିଶାର ଉଚ୍ଚସ୍ତରୀୟ ନିବେଶ ଅଭିଯାନର ଶୁଭାରମ୍ଭ ହୋଇଛି । ୟୁଏଇ ସହିତ ଓଡ଼ିଶାର ଆର୍ଥିକ ସମ୍ପର୍କକୁ ଅଧିକ ସୁଦୃଢ଼ କରିବା ଏବଂ ନିବେଶ,…

ଆଜି ଭାଦ୍ରବ କୃଷ୍ଣ ତ୍ରୟୋଦଶୀ ତିଥି ,ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ

ଆଜି ଭାଦ୍ରବ କୃଷ୍ଣ ତ୍ରୟୋଦଶୀ ତିଥି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ନୀତି ପରେ ରତ୍ନସିଂହାସନରେ ଏହି ବେଶ ହେବ । ଶ୍ରୀଜଗନ୍ନାଥଙ୍କୁ କୃଷ୍ଣ ଓ ଶ୍ରୀ ବଳଭଦ୍ରଙ୍କୁ ବଳରାମ ରୂପରେ ସୁସଜ୍ଜିତ କରାଯିବ । ଦେବୀ ସୁଭଦ୍ରା ଚତୁର୍ଭୁଜ ଧାରଣ କରି…

ଆଜିର ରାଶିଫଳ , ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

ମେଷ: ପାରିବାରିକ ବାତାବରଣ ଭଲ ରହିବ, ଏବଂ ଆପଣଙ୍କୁ ପରିବାର ସଦସ୍ୟଙ୍କଠାରୁ ପୂର୍ଣ୍ଣ ସମର୍ଥନ ମିଳିବ । ଆର୍ଥିକ କାରବାର ଏବଂ କୋର୍ଟ ମାମଲାକୁ ଏଡାଇବା ଭଲ । ଆପଣଙ୍କ ସ୍ୱାସ୍ଥ୍ୟ ପ୍ରତି ସତର୍କ ରୁହନ୍ତୁ । ସଫଳତା ହାସଲ କରିବା ପାଇଁ ଛାତ୍ରମାନଙ୍କୁ କଠିନ ପରିଶ୍ରମ କରିବାକୁ ପଡିବ । ବୃଷ:…

PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ…

ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଘଟିଥିବା ବହୁତଳ ପେଇଂ ଗେଷ୍ଟ (PG) କୋଠା ଭୁଶୁଡ଼ିବା ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା। ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବା ସହ ଅତ୍ୟନ୍ତ ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ…

ଲେବାନନରେ ଇସ୍ରାଏଲୀ ସେନାର ଆକ୍ରମଣ : ୨୭ ମୃତ

ଗତ ୩ ଦିନ ଧରି ଦକ୍ଷିଣ ଲେବାନନରେ ଇସ୍ରାଏଲୀ ସେନାର ଲଗାତାର ଆକ୍ରମଣ ଜାରି ରହିଛି । ଏହି ଆକ୍ରମଣରେ ଅତି କମରେ ୨୭ ଜଣଙ୍କ ମୃତ୍ୟୁ ହୋଇଛି । ଆଉ ୬୯ ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ଶିଶୁ, ମହିଳା ଏବଂ ମେଡିକାଲ ଷ୍ଟାଫ୍‌ ମଧ୍ୟ ରହିଛନ୍ତି । ଲେବାନନର ପବ୍ଲିକ୍ ହେଲ୍ଥ ଏମର୍ଜେନ୍ସି…

ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରଛାତ୍ରୀ ଅସୁସ୍ଥ,ତରକାରୀରୁ ମଲା ଓ ସିଝା ଝିଟିପିଟି ବାହାରିଥିବା ଅଭିଯୋଗ

ଭଦ୍ରକ ଜିଲ୍ଲା ଧାମନଗର ଏନଏସି ଅଧୀନ ଜୟନଗର ସେବାଶ୍ରମ ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରଛାତ୍ରୀ ଅସୁସ୍ଥ । ମଧ୍ୟାହ୍ନ ଭୋଜନରେ ପରଷାଯାଇଥିବା ତରକାରୀରୁ ମଲା ଓ ସିଝା ଝିଟିପିଟି ବାହାରିଥିବା ଅଭିଯୋଗ ହୋଇଛି । ସୂଚନା ଅନୁଯାୟୀ, ଉକ୍ତ ବିଦ୍ୟାଳୟରେ ଶିଶୁବାଟିକାଠାରୁ ପଞ୍ଚମ ଶ୍ରେଣୀ…

ବଙ୍ଗୋପସାଗରରେ ଆସୁଛି ଦୁଇଟି ଲଘୁଚାପ,ଆସନ୍ତା କାଲି ଠୁ ବର୍ଷା

ବଙ୍ଗୋପସାଗରରେ ଆଗକୁ ଆହୁରି ଦୁଇଟି ଲଘୁଚାପ ଆସୁଛି। ଆସନ୍ତା ୯ ବା ୧୦ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ୧୦ ଓ ୧୧ ତାରିଖ ବେଳକୁ ଏହା ଲଘୁଚାପ ହେବ। ଏହା ପ୍ରଭାବରେ ୯ ତାରିଖରୁ ଉତ୍ତର ଓଡ଼ିଶା ଓ ଉତ୍ତର ଉପକୂଳ ଓଡ଼ିଶାରେ ଭଲ ବର୍ଷା ହେବ । ୧୭ରୁ ୨୦ ତାରିଖ ଭିତରେ…

ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ

ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ । ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ । ବଡ଼ପାହି ନିକଟରୁ ଠାବ କରିଛି ଉଦୟପୁର ବନବିଭାଗ । ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ସ୍ଥାନୀୟ ହସ୍ପିଟାଲକୁ ନିଆଯାଇଛି।ଖବର ଅନୁଯାୟୀ, ମଙ୍ଗଳବାର ସକାଳୁ…

ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ

ଶ୍ରୀକୃଷ୍ଣ ଜନ୍ମଲୀଳାର ଆଜି ଚତୁର୍ଥ ଦିନ । ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ ହେବ । ଦ୍ବାପର ଯୁଗରେ ଯେତେବେଳେ ଭଗବାନ ଶ୍ରୀକୃଷ୍ଣ ବୃନ୍ଦାବନରେ ଗୋପାଳକ ମାନଙ୍କ ସହ ଖେଳୁଥିଲେ । ସେହି ସମୟରେ ଭଗବାନ ଶ୍ରୀକୃଷ୍ଣଙ୍କୁ ମାରିବା ପାଇଁ…