ଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ
ଚଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ। ରବିବାର ପୂର୍ବାହ୍ନ ପ୍ରାୟ ୧୦ଟା ୨୦ରେ ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ଫାଟକ ଖୋଲାଯାଇଥିଲା। ପର୍ଯ୍ୟାୟକ୍ରମେ ୧୨ଟି ଫାଟକ ଦେଇ ବନ୍ୟାଜଳ ଛଡ଼ାଯିବ। ବାମପଟର ୮ ଏବଂ ଦକ୍ଷିଣପାର୍ଶ୍ବରେ ୪ଟି ଗେଟ୍ ଖୋଲାଯିବ ବୋଲି ସୂଚନା ମିଳିଛି।…