Browsing Tag

#india

ଇରାନ ଏବେ ଚୀନ ସହ ସଂପର୍କ ବଢ଼ାଉଛି

ସାରା ବିଶ୍ୱ ଏବେ ଯୁଦ୍ଧ ମୁହାଁ । ବିଶ୍ୱର ଭିନ୍ନ ଭିନ୍ନ ଦେଶ ଏବେ ଯୁଦ୍ଧ ଲଢୁଛନ୍ତି । ୟୁକ୍ରେନ ଋଷ ସହ, ଇସ୍ରାଏଲ ପାଲେଷ୍ଟାଇନ ସହ ଘମାଘୋଟ ଯୁଦ୍ଧ ଲଢୁଛି । ଏହାରି ଭିତରେ ଆଉ ଏକ ଦେଶ ଯୁଦ୍ଧ ଲଢିବାକୁ ସଜବାଜ ହେଉଛି । ଗୋଟିଏ ପଟେ ଆମେରିକା ଓ ଅନ୍ୟପଟେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ…

ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ

କୋଟିଆ ପ୍ରସଙ୍ଗରେ ଅନୁଷ୍ଠିତ ବୈଠକ ପରେ  ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ବିଭିନ୍ନ ବିଭଗକୁ ମାସକ ମଧ୍ୟରେ କାଟିଆ ସଂପର୍କରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। କେରାରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ ଅଧୀନସ୍ଥ କୋଟିଆ ଗ୍ରାମସମୂହର…

ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ

ଆପଣ  ସତର୍କ ରୁହନ୍ତୁ କାରଣ ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧି ପାଇଛି। ଏଯାବତ୍ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬, କଟକ ଜିଲ୍ଲାରୁ ୯ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଣେ ପୁରୀ,…

ଆସନ୍ତା କାଲିଠାରୁ ଭୀଷଣ ଗରମ ଓ ଗୁଳୁଗୁଳି ହେବ

ରାଜ୍ୟରେ ଏବେ ପାଗ ଆଂଶିକ ମେଘୁଆ ରହୁଥିବା ବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି, ପୁରୀ, ନବରଙ୍ଗପୁର, ଅନୁଗୁଳ, ବୌଦ୍ଧ, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା…

ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ

ଆଜି ରୁକ୍ମିଣୀ ହରଣ ଏକାଦଶୀ । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ । ଏଥିପାଇଁ ଆଜି ଚଳଚଞ୍ଚଳ ପୁରୀ । ସଜେଇ ହୋଇଛି ଶ୍ରୀମନ୍ଦିର । ସକାଳ ଧୂପ ପରେ ବିଭିନ୍ନ ନୀତାକାନ୍ତି କରାଯିବ । ଏହାପରେ ରୁକ୍ମିଣୀ ହରଣ ନୀତି ଅନୁଷ୍ଠିତ ହେବ । ବିମଳା ମନ୍ଦିର…

ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଜମ୍ମୁ-କାଶ୍ମୀର ଗସ୍ତରେ ଥିବାବେଳେ ସେଠାରେ ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍‌ଘାଟନ କରିଛନ୍ତି। ଚେନାବ ରେଲଓ୍ବେ ସେତୁ ଉଦ୍‌ଘାଟନ କରି ତ୍ରିରଙ୍ଗା ଉଡ଼ାଇଛନ୍ତି ମୋଦୀ। ୧୫ ଶହ କୋଟି ଟଙ୍କା ବ୍ୟୟରେ ଅତ୍ୟାଧୁନିକ ଜ୍ଞାନ କୌଶଳରେ ନିର୍ମିତ ହୋଇଛି ଏହି…

ଆଜି ୭ ବିଭାଗର ୧୨୪୮ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୭ ବିଭାଗର ୧୨୪୮ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । ଭୁବନେଶ୍ଵର ଚନ୍ଦ୍ରଶେଖରପୁର ରେଳ ଅଡିଟୋରିୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୮୨୬, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୧୭୮ଜଣଙ୍କୁ…

ବେଙ୍ଗାଲୁରୁ ଦଳାଚକଟା – ଆରସିବିର ମାର୍କେଟିଂ ମୁଖ୍ୟ ନିଖିଲ ସୋସାଲେଙ୍କୁ ଗିରଫ

ଜୁନ୍‌ ୪ ତାରିଖରେ ଏମ୍ ଚିନ୍ନାସ୍ୱାମୀ ଷ୍ଟାଡିୟମ ବାହାରେ ହୋଇଥିବା ଦଳାଚକଟା ଘଟଣାରେ ଦୀର୍ଘ ୨ ଦିନ ପରେ ବେଙ୍ଗାଲୁରୁ ପୁଲିସ୍‌ ଆରସିବିର ମାର୍କେଟିଂ ମୁଖ୍ୟ ନିଖିଲ ସୋସାଲେଙ୍କୁ ଗିରଫ କରିଛି। ସେ ମୁମ୍ବାଇ ଯାଉଥିବା ବେଳେ ଡିଆଜିଓ ଇଣ୍ଡିଆରେ ଆରସିବିର ମାର୍କେଟିଂ ଏବଂ ରାଜସ୍ୱ ମୁଖ୍ୟ…

ବିବାହ ବନ୍ଧନରେ ବାନ୍ଧି ହେଲେ ସ୍ତନ କର୍କଟ ରୋଗ ସହିତ ଲଢ଼ୁଥିବା ଟେଲି ଅଭିନେତ୍ରୀ ହୀନା ଖାନ

ବିବାହ ବନ୍ଧନରେ ବାନ୍ଧି ହେଲେ ସ୍ତନ କର୍କଟ ରୋଗ ସହିତ ଲଢ଼ୁଥିବା ଟେଲି ଅଭିନେତ୍ରୀ ହୀନା ଖାନ। ସେ ତାଙ୍କର ଦୀର୍ଘକାଳୀନ ପ୍ରେମିକ ରକି ଜୟସୱାଲଙ୍କୁ ବିବାହ କରିଛନ୍ତି। ଅଭିନେତ୍ରୀଜଣକ ସୋସିଆଲ ମିଡିଆରେ ତାଙ୍କ ବିବାହର କିଛି ସୁନ୍ଦର ଫଟୋ ସେୟାର କରି ଏହା ବିଷୟରେ ସୂଚନା ଦେଇଛନ୍ତି।ହୀନା…

ରେପୋ ହାର ୫୦ ବେସିସ୍ ପଏଣ୍ଟ ହ୍ରାସ

କମିଲା ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ରେପୋ ରେଟ୍‌। ଶୁକ୍ରବାର ଦିନ ପ୍ରମୁଖ ଋଣ ହାର ବା ରେପୋ ହାର ୫୦ ବେସିସ୍ ପଏଣ୍ଟ ହ୍ରାସ କରିଛି। ପୂର୍ବରୁ ୬% ରହିଥିବା ବେଳେ ତାହା ହ୍ରାସ ପାଇ ଏବେ ୫.୫ ପ୍ରତିଶତରେ ପହଞ୍ଚିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ ବା ଆର୍‌ବିଆଇର ଗଭର୍ଣ୍ଣର…