ଓଡ଼ିଆଙ୍କ ହକ ପାଇଁ ଓଡ଼ିଆ ଜନତା କଂଗ୍ରେସ ଲଢିବ-ପ୍ରତିଷ୍ଠାତା ମହମ୍ମଦ ମୋକିମ
ଓଡ଼ିଶାରେ ବିଧିବଦ୍ଧ ଭାବେ ଓଡ଼ିଶା ଜନତା କଂଗ୍ରେସ ଦଳ ଗଠନ ହୋଇଛି। ଓଡ଼ିଶା ଜନତା କଂଗ୍ରେସର ପ୍ରତିଷ୍ଠାତା ମହମ୍ମଦ ମୋକିମ ବୁଧବାର ଏହା କହିଛନ୍ତି। ଓଡ଼ିଆଙ୍କ ହକ ପାଇଁ ଓଡ଼ିଆ ଜନତା କଂଗ୍ରେସ ଲଢିବ ବୋଲି ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ଶ୍ରୀ ମୋକିମ କହିଛନ୍ତି ଯେ, ଓଡ଼ିଶା ଜନତା…