ପ୍ରକାଶ ପାଇଲା CBSE ଦଶମ ଶ୍ରେଣୀ ପରୀକ୍ଷା ଫଳ, ଏଥିରେ ପୁଣି ବାଜି ମାରିଛନ୍ତି ଛାତ୍ରୀ
ପ୍ରକାଶ ପାଇଲା CBSE ଦଶମ ଶ୍ରେଣୀ ପରୀକ୍ଷା ଫଳ । ଏଥିରେ ପୁଣି ବାଜି ମାରିଛନ୍ତି ଛାତ୍ରୀ । ପୁଅଙ୍କୁ ପଛରେ ପକାଇଲେ ଝିଅ । ଛାତ୍ରୀଙ୍କ ପାସ ହାର ୯୪.୯୯ ପ୍ରତିଶତ ଥିବା ବେଳେ ଛାତ୍ରଙ୍କ ପାସହାର ୯୨.୬୦ ପ୍ରତିଶତ ରହିଛି । ପୁଅଙ୍କ ତୁଳନାରେ ଝିଅଙ୍କ ସଫଳତା ହାର ପ୍ରାୟ ୨.୩୯% ଅଧିକ ରହିଛି ।…