ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ,ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପରିଚାଳନା ଏବଂ ରକ୍ଷଣ ବେକ୍ଷଣ ନୀତି…
ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ । ୧୧ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର । ୫ଟି ବିଭାଗର ୧୧ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିଛି । ବୈଠକ ସରିବା ପରେ ପ୍ରେସମିଟ୍ରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ରଖିଛନ୍ତି । ଗ୍ରାମ୍ୟ ପାନୀୟ ଜଳ ଯୋଗାଣ…