ବରିଷ୍ଠ କଂଗ୍ରେସ ନେତ୍ରୀ ମୋହସିନା କିଦୱାଇଙ୍କର ପରଲୋକ
ବରିଷ୍ଠ କଂଗ୍ରେସ ନେତ୍ରୀ ମୋହସିନା କିଦୱାଇଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ ବର୍ଷ ବୟସ ହୋଇଥିବାବେଳେ ଆଜି ଭୋର୍ ୪ଟାରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ଆଜି ଅପରାହ୍ନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବା ନେଇ ସୂଚନା ମିଳିଛି। ତାଙ୍କ ମୃତ୍ୟୁରେ କଂଗ୍ରେସ ରାଷ୍ଟ୍ରୀୟ…