ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ୨୪ ମାଓବାଦୀ
ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ପଶ୍ଚିମ ବସ୍ତର ଡିଭିଜନର ୨୪ ଜଣ ମାଓବାଦୀ। ଏମାନଙ୍କ ମଧ୍ୟରେ ୧୧ ଜଣ ମହିଳା ରହିଛନ୍ତି। ଜିଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏମାନେ ଆତ୍ମସମର୍ପଣ କରିଛନ୍ତି।…