ଜାମ୍ମୁ-କାଶ୍ମୀରରେ ଆଉ ୩ ଆତଙ୍କବାଦୀଙ୍କ ଘର ଭାଙ୍ଗିଛି ସେନା
ଜାମ୍ମୁ-କାଶ୍ମୀରରେ ଆଉ ୩ ଆତଙ୍କବାଦୀଙ୍କ ଘର ଭାଙ୍ଗିଛି ସେନା। ସ୍ଥାନୀୟ ପ୍ରଶାସନ ସହାୟତାରେ ବାନ୍ଦିପୋରା, ପୁଲଓ୍ବାମା ଏବଂ ସୋପିଆନ ଅଞ୍ଚଳରେ ଥିବା ଏହି ୩ ଆତଙ୍କବାଦୀଙ୍କ ଘରକୁ ମାଟିରେ ମିଶାଯାଇଛି। ପହଲଗାଓଁ ଆକ୍ରମଣ ପରେ ପ୍ରଶାସନ ଏବଂ ସେନାର କାର୍ଯ୍ୟାନୁଷ୍ଠାନ ସ୍ଵରୂପ ମୋଟ ୯ ଜଣ…