ଆସନ୍ତା ୨୪ ତାରିଖ ଯାଏ ଜାଡ଼ରୁ ନିସ୍ତାର ନାହିଁ
ଆସନ୍ତା ୨୪ ତାରିଖ ଯାଏ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଅଧିକ ଶୀତ ହେବ। ଉପକୂଳ ଓଡ଼ିଶାରେ ଅପେକ୍ଷାକୃତ କମ୍ ଶୀତ ରହିବ । ଶନିବାର କୋରାପୁଟ, ଫୁଲବାଣୀ, ବୌଦ୍ଧ, ଭବାନୀପାଟଣା, ଝାରସୁଗୁଡ଼ା ଓ ଅନୁଗୁଳରେ ପ୍ରବଳ ଶୀତ ହୋଇପାରେ । ପାଣିପାଗ ବିଭାଗ ଏଭଳି ଆକଳନ କରିଛି ।
ବରିଷ୍ଠ କୃଷି ପାଣିପାଗ…