ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟରେ ବୃଦ୍ଧି
ଇରାନ-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଏଲ୍ପିଜି ସିଲିଣ୍ଡରର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ସରକାରୀ PSU IOC, HPCL, ଏବଂ BPCL ଆଜି ୧୯ କିଲୋଗ୍ରାମ ବାଣିଜ୍ୟିକ ସିଲିଣ୍ଡରର ମୂଲ୍ୟରେ ଯଥେଷ୍ଟ ବୃଦ୍ଧି କରିଛନ୍ତି। ବିଶ୍ୱ ସ୍ତରରେ ଅଶୋଧିତ ତୈଳ ଦର ବୃଦ୍ଧି ଯୋଗୁଁ ତୈଳ କମ୍ପାନିଗୁଡ଼ିକ ବୁଧବାର…