Browsing Tag

#india

ଜାଣନ୍ତୁ ଆଜିର ରାଶିଫଳ

ମେଷ: ଅଫିସରେ ପରିଶ୍ରମ ଓ ମନୋଯୋଗରେ କାମ କରି ସଫଳ ହେବେ। ପେସାଦାର ବ୍ୟବସାୟୀଙ୍କ ଲାଗି ଦିନଟି ଭଲ। ପ୍ରେମୀ ଯୁଗଳ ନିଜର ନାରାଜ ଥିବା ସାଥୀଙ୍କୁ ମନାଇବାରେ ସଫଳ ହେବେ। ‌ ବୃଷ: ଅଫିସରେ କାମ ସଂପୂର୍ଣ୍ଣ କରିବାରେ ସହକର୍ମୀଙ୍କର ସାହାଯ୍ୟ ପାଇବେ। ସନ୍ତାନ ପକ୍ଷରୁ ଖୁସି…

ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି

ବଲାଙ୍ଗିର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି। ଏ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତି ନିଶ୍ଚିତ ଭାବରେ ଜଣେ ହୀନ ଓ ରୁଗ୍‍ଣ…

ନ୍ୟାସନାଲ ହେରାଲ୍ଡ ମାମଲାରେ ସୋନିଆ ଓ ରାହୁଲଙ୍କ ବିରୋଧରେ ଅଭିଯୋଗ ପତ୍ର ଦାଖଲ

ନ୍ୟାସନାଲ ହେରାଲ୍ଡ ସହ ଜଡିତ ମନି ଲଣ୍ଡରିଂ ମାମଲାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ବିରୋଧରେ ଇଡି ଅଭିଯୋଗପତ୍ର ବା ଚାର୍ଜସିଟ୍ ଦାଖଲ କରିଛି। ଚାର୍ଜସିଟରେ କଂଗ୍ରେସ ଓଭରସିଜ୍ ମୁଖ୍ୟ ସାମ ପିଟ୍ରୋଡାଙ୍କ ନାମ ମଧ୍ୟ ସାମିଲ ଅଛି। ଏଥିରେ ସୁମନ ଦୁବେ ଏବଂ ଅନ୍ୟମାନଙ୍କ…

ଦୃଷ୍ଟିବାଧିତ ମାଆ କୋଳକୁ ଫେରିଲା ଅପହୃତ କୁନି ଶିଶୁ

ଦୃଷ୍ଟିବାଧିତ ମାଆ କୋଳକୁ ଫେରିଲା ଭୁବନେଶ୍ୱରରୁ ଅପହୃତ କୁନି ଶିଶୁ । ଦୀର୍ଘ ୫୦ ଘଣ୍ଟା ପରେ ମାଆ କୋଳକୁ ଫେରିଲା । କ୍ୟାପିଟାଲ ହସ୍ପିଟାଲରେ ସ୍ୱାସ୍ଥ୍ୟ ପରୀକ୍ଷା ପରେ ମାଆକୁ ଛୁଆ ହସ୍ତାନ୍ତର କରାଯାଇଛି । ଛୁଆକୁ ପାଇବା ପରେ ମାଆ ଭାବବିହ୍ୱଳ ହେବା ସହ ପ୍ରଭୁ ଶ୍ରୀରାମଙ୍କ କୃପାରୁ ଛୁଆ…

୧୮ଟି ଜିଲ୍ଲା ପାଇଁ ସଭାପତିଙ୍କ ନାମ ଘୋଷଣା କରିଛି ବିଜେଡ଼ି

ସାଧାରଣ ନିର୍ବାଚନ-୨୦୨୪ରେ ଶୋଚନୀୟ ପରାଜୟ ପରେ ବିଜୁ ଜନତା ଦଳ (ବିଜେଡି) ନିଜର ସଂଗଠନକୁ ଶକ୍ତିଶାଳୀ କରିବାକୁ ଅଣ୍ଟା ଭିଡ଼ିଛି। ଏଥି ପାଇଁ ବିଜେଡିର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ବ‌େଳେ ମଙ୍ଗଳବାର ୧୮ଟି ଜିଲ୍ଲା ପାଇଁ ସଭାପତିଙ୍କ ନାମ ଘୋଷଣା ହୋଇଛି। ଏହି…

ଟ୍ବିନ୍‌ସିଟିରେ ପ୍ରବଳ ବର୍ଷା ,ତିନି ଘଣ୍ଟା ପାଇଁ ସତର୍କ କରାଇଲା ପଣିପାଗ ବିଭାଗ

ଟ୍ବିନ୍‌ସିଟିରେ ପ୍ରବଳ ବର୍ଷା । କଟକ ଓ ଭୁବନେଶ୍ବରରେ ପ୍ରବଳ ବର୍ଷା ନେଇ  ଆଲର୍ଟ ଜାରି । ବିଜୁଳି ଘଡଘଡି  ସହ ଲାଗି ରହିଛି ବର୍ଷା । ତିନି ଘଣ୍ଟା ପାଇଁ ସତର୍କ କରାଇଲା ପଣିପାଗ ବିଭାଗ । ଚଳିତ ବର୍ଷ ସ୍ବାଭାବିକ ରହିବ ମୌସୁମୀ । ଦକ୍ଷିଣ ପଶ୍ଚିମ ମୌସୁମୀ  ପାଇଁ IMD ପୂର୍ବାମାନ କରିଛି…

ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି,୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇଁ ସୁଧ ଦେବାକୁ ପଡିବ ନାହିିଁ

ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି। ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ସୁଧ ମୁକ୍ତ ଋଣ ବ୍ୟବସ୍ଥା ଜାରି ରହିବ। ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇଁ ସୁଧ ଦେବାକୁ ପଡିବ ନାହିିଁ। ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର ମହିଳା ସ୍ୱୟଂ…

କଂଗ୍ରେସ କାହିଁକି ଜଣେ ମୁସଲମାନ ସଭାପତିଙ୍କ ନାମ ଘୋଷଣା କରୁନାହିଁ – ମୋଦୀ

ଵକଫ୍ (ସଂଶୋଧନ) ଆଇନ ବିରୋଧରେ କଂଗ୍ରେସର ଆଭିମୁଖ୍ୟକୁ କଡ଼ା ସମାଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ କଂଗ୍ରେସ କେବଳ ମୁସଲମାନ ମୌଳବାଦୀମାନଙ୍କୁ ସନ୍ତୁଷ୍ଟ କରିଛି ଏବଂ ନୂଆ ଆଇନକୁ ବିରୋଧ କରିବା ଏହା ପ୍ରମାଣିତ କରୁଛି। କଂଗ୍ରେସ କାହିଁକି ଜଣେ…

ଆମେରିକାରେ ଶକ୍ତିଶାଳୀ ଭୂମିକମ୍ପ  ଅନୂଭୂତ,କାଲିଫର୍ଣ୍ଣିଆରେ ୫.୨ ତୀବ୍ରତାର  ଝଟକା

ଆମେରିକାରେ ଶକ୍ତିଶାଳୀ ଭୂମିକମ୍ପ  ଅନୂଭୂତ । ଦକ୍ଷିଣ କାଲିଫର୍ଣ୍ଣିଆରେ ୫.୨ ତୀବ୍ରତାର  ଝଟକା । ଭୂକମ୍ପରେ କାହାର କିଛି କ୍ଷୟକ୍ଷତି ହୋଇନଥିବା ସୂଚନା ରହିଛି । କିନ୍ତୁ ଅନେକ ସ୍ଥାନରେ ପାହାଡରୁ ପଥର ଧସିଥିବା ସୂଚନା ରହିଛି  । ଆମେରିକାର ଭୂତତ୍ତ୍ୱ ସର୍ଭେ ଅନୁଯାୟୀ, ଦକ୍ଷିଣ…

କ୍ରିକେଟ ପରେ ‌ଏବେ ଅଭିନୟରେ ଡେବ୍ୟୁ କରିବେ ମହେନ୍ଦ୍ର ସିଂହ ଧୋନି

କ୍ରିକେଟ ପରେ ‌ଏବେ ଅଭିନୟରେ ଡେବ୍ୟୁ କରିବେ ମହେନ୍ଦ୍ର ସିଂହ ଧୋନି । ବଲିଉଡର ନିର୍ଦ୍ଦେଶ-ପ୍ରଯୋଜକ କରଣ ଜୋହରଙ୍କ ଦ୍ବାରା ପୋଷ୍ଟ କରାଯାଇଥିବା ଭିଡିଓକୁ ନେଇ ଏବେ ଏହି ଚର୍ଚ୍ଚା ଆରମ୍ଭ କରିଛି। କରଣ, ଧୋନିଙ୍କର ଏକ ଭିଡିଓ ଇନଷ୍ଟାରେ ସେୟାର କରିଛନ୍ତି, ଯେଉଁଥିରେ ସେ ଧୋନିଙ୍କୁ 'ଲଭର…