Browsing Tag

#india

ଦଳ ୩ ଭାଗ ହୋଇଯିବ ପଛେ ପାଣ୍ଡିଆନଙ୍କୁ ନବୀନ ଛାଡ଼ିବେନି ଏବଂ ନବୀନଙ୍କ ଚେତାବନୀ କିଛି କାମ ଦେବନି -ପ୍ରସନ୍ନ ପାଟ୍ଟଶାଣୀ

ପ୍ରସନ୍ନ ପାଟ୍ଟଶାଣୀଙ୍କ ବିଷୋଦ୍‌ଗାର । ଟାର୍ଗେଟ୍‌ରେ ନବୀନ ଓ ପାଣ୍ଡିଆନ । ବୁଲେଇ ବଙ୍କାଇ ନୁହେଁ ବରଂ ସିଧାସଳଖ କହିଛନ୍ତି ବିଜେଡିର ଏ ଅବସ୍ଥା ଲାଗି ପାଣ୍ଡିଆନ ହିଁ ଦାୟୀ । ଖାଲି ଏତିକି ନୁହେଁ ବିଜେଡି ବୁଡ଼ିଯାଉଥିବା କଥା ବି ସେ କହିଛନ୍ତି । ବିଜେଡି ନେତା ଏବେ ଅଣନିଃଶ୍ବାସୀ…

ବାରାଣସୀରେ ୩,୮୮୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍‌ଘାଟନ କରିଛନ୍ତି…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଉତ୍ତରପ୍ରଦେଶର ବାରାଣସୀରେ ୩,୮୮୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଆୟୋଜିତ ସଭାକୁ ସମ୍ବୋଧନ କରି ସେ କହିଥିଲେ ଯେ ଗତ ୧୦ ବର୍ଷ ମଧ୍ୟରେ ବାରାଣସୀର ବିକାଶ ଏକ ନୂତନ ଗତି ହାସଲ…

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା, ଆଜି ମା’ଙ୍କ ନଗର ପରିକ୍ରମାରେ ବାହାରିବେ

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରାକୁ ନେଇ ଉତ୍ସବ ମୁଖର ବ୍ରହ୍ମପୁର ସହର । ଆଜି ମା’ଙ୍କ ଯାତ୍ରାର ଦଶମ ଦିନ । ସକାଳୁ ସକାଳୁ ମା'ଙ୍କୁ ଅସ୍ଥାୟୀ ପୀଠରେ ଦର୍ଶନ କରିବା ପାଇଁ ଭକ୍ତଙ୍କ ଭିଡ଼ ଲାଗିଲାଣି । ନଡ଼ିଆ କଦଳୀ ସହ ବିଭିନ୍ନ ଫଳମୂଳ ଧରି ମା'ଙ୍କୁ ପୂଜାର୍ଚ୍ଚନା କରିବା ପାଇଁ ଭକ୍ତମାନେ…

ଆଜି ଏମ୍‌ସ କେନ୍ଦ୍ରୀୟ ଗବେଷଣା ପ୍ରୟୋଗଶାଳାର ଉଦ୍‌ଘାଟନ କରିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା

କେନ୍ଦ୍ର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଆଜି ଭୁବନେଶ୍ବର ଏମ୍‌ସ ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ଅବସରରେ ଶ୍ରୀ ନଡ୍ଡା କେନ୍ଦ୍ରୀୟ ଗବେଷଣା ପ୍ରୟୋଗଶାଳାର ଉଦ୍‌ଘାଟନ କରିବେ। ଏହି ବ୍ୟବସ୍ଥା ଏମ୍‌ସ ଭୁବନେଶ୍ବରର ଗବେଷଣା କ୍ଷମତାକୁ ଏକ ନୂତନ ଶିଖରକୁ ନେବାର…

ଆଜି ଠୁ ବିଧାୟକ , ଏବଂ ସାଂସଦଙ୍କୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ପ୍ରଶିକ୍ଷଣ ଦେବେ

ବିଜେପିର ସମସ୍ତ ବିଧାୟକ ଏବଂ ସାଂସଦଙ୍କୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା ପ୍ରଶିକ୍ଷଣ ଦେବେ। ଏହି କାର୍ଯ୍ୟକ୍ରମ ଦୁଇଦିନ ଧରି ଚାଲିବ। ପୁରୀରେ ଅନୁଷ୍ଠିତ ହେବାକୁ ଥିବା ପ୍ରଶିକ୍ଷଣ ଶିବିରକୁ ଆଜି ପୂର୍ବାହ୍ଣ ୧୦ଟାରେ ଶ୍ରୀ ନଡ୍ଡା ଉଦ୍‌ଘାଟନ…

ଆଜିର ରାଶିଫଳ

ମେଷ: ବ୍ୟବସାୟ କାମରେ ବଡ଼ ସହରକୁ ଯାଇପାରନ୍ତି। ଅଜଣା ବ୍ୟକ୍ତିଙ୍କ ଉପରେ ଆବଶ୍ୟକତା ଠାରୁ ଅଧିକ ଭରସା କରନ୍ତୁ ନାହିଁ। ନବ ଦମ୍ପତ୍ତି ଭବିଷ୍ୟତକୁ ନେଇ ଯୋଜନା କରିବେ। ‌ ବୃଷ: ଜ୍ଞାନ ଓ ବୁଦ୍ଧି ବଳ ପ୍ରୟୋଗ କରନ୍ତୁ ସଫଳତା ପାଇବେ। ଯେଉଁ ଫିଲ୍ମ କଳାକାର ସଂଘର୍ଷ କରୁଛନ୍ତି ସେମା‌ନଙ୍କ…

ମୁମ୍ବାଇରେ ପ୍ରତିଷ୍ଠା ହେବ ଆଇଆଇସିଟି

ମୁମ୍ବାଇରେ ଏକ ଭାରତୀୟ ସୃଜନଶୀଳ ପ୍ରଯୁକ୍ତି ବିଦ୍ୟା ପ୍ରତିଷ୍ଠାନ ବା ଇଣ୍ଡିଆନ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ କ୍ରିଏଟିଭ୍‌ ନେକ୍ନୋଲୋଜି (ଆଇଆଇସିଟି) ପ୍ରତିଷ୍ଠା କରାଯିବ । ଏହି ବିଶ୍ୱସ୍ତରୀୟ ପ୍ରତିଷ୍ଠାନ ଆନିମେସନ, ଭିଜୁଆଲ ଇଫେକ୍ଟସ, ଗେମିଂ, କମିକ୍ସ ଓ ପରିବର୍ଦ୍ଧିତ ବାସ୍ତବତା…

ଦେଓମାଳୀରେ ରାତି ୮ରୁ ଭୋର ୫ଟା ଯାଏଁ ପର୍ଯ୍ୟଟକଙ୍କ ଗତିବିଧି ଉପରେ କଟକଣା ଲାଗୁ

ଓଡ଼ିଶାର ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ଦେଓମାଳି ଉପରେ କୋରାପୁଟ ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। ଦେଓମାଳୀର ସ୍ୱଚ୍ଛତାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରିଛି। ଓଡ଼ିଶାର ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ଦେଓମାଳୀରେ ରାତି ୮ରୁ ଭୋର ୫ଟା ଯାଏଁ…

ଲଏଡ୍ ଷ୍ଟନ୍‌ଏୟାର୍ ନୂଆ ଏୟାର କଣ୍ଡିସନରକୁ ଲଞ୍ଚ୍‌ କରିଛି

ଏବେ ଭାରତୀୟ ବଜାରରେ 'ଲଏଡ୍' ନିଜର ବିଭିନ୍ନ ପ୍ରଡକ୍ଟସର ନୂଆ ରେଞ୍ଜ ଲଞ୍ଚ୍‌ କରିଛି। କମ୍ପାନି ପକ୍ଷରୁ ଲଏଡ୍ ଷ୍ଟନ୍‌ଏୟାର୍ ନୂଆ ଏୟାର କଣ୍ଡିସନରକୁ ଲଞ୍ଚ୍‌ କରାଯାଇଛି। ଏହି ଏସିକୁ ଭାରତୀୟ ପାଗ ଏବଂ ଲୋକଙ୍କ ଆବଶ୍ୟକତାକୁ ଧ୍ୟାନରେ ରଖି ସ୍ୱତନ୍ତ୍ର ଭାବରେ ଡିଜାଇନ୍ କରାଯାଇଛି। ଯାହାକି ୬୦…

ଆମେ ହୋଟେଲ୍‌ରେ ବସିପାରିବୁନି କହିବା ଠିକ୍‌ ନୁହେଁ , କେବଳ ପାର୍ଟି ମିଟିଂ ହେଲେ ଶଙ୍ଖ ଭବନକୁ ଯିବୁ –…

ପାଣ୍ଡିଆନଙ୍କୁ ନେଇ ନବୀନ ଯାହା କହିଲେ ବି ତାହାକୁ ସହଜରେ ମାନିପାରୁନାହାନ୍ତି ବିଜେଡିର ବରିଷ୍ଠ ନେତା | ଆଜି ବରିଷ୍ଠ ବିଜେଡି ନେତା ପ୍ରଫୁଲ୍ଲ ମଲ୍ଲିକ ବିସ୍ଫୋରଣ କରିଛନ୍ତି | ବିଜେଡି ନେତାଙ୍କ ହୋଟେଲ୍ ମେଳି ନେଇ ନବୀନଙ୍କ ତାଗିଦ୍ ପ୍ରସଙ୍ଗରେ ବଡ ବୟାନ ଦେଇଛନ୍ତି ବରିଷ୍ଠ ବିଜେଡି ନେତା…