ଇରାନରେ ବଡ଼ ଦୁର୍ଘଟଣା,ବୋମା ବିସ୍ଫୋରଣରେ ୧୪ ଜଣ IRGC ସୈନିକ ମୃତ ୨ ଜଣ ଆହତ
ଇରାନରେ ବଡ଼ ଦୁର୍ଘଟଣା । ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ସମାପ୍ତ କରିବା ପାଇଁ ଆଲୋଚନା ଜାରି ରହିଥିବା ବେଳେ, ଅନେକ ବଡ଼ ଘଟଣା ଘଟିଛି । ପ୍ରଥମତଃ, ଇରାନରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା, ଯେଉଁଥିରେ ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC)ର ୧୪ ସୈନିକଙ୍କ ମୃତ୍ୟୁ…