Browsing Tag

#india

ବ୍ରହ୍ମପୁର ସହର ଓ ନିକଟବର୍ତ୍ତୀ ଅଞ୍ଚଳରେ ଯୋଗାଯୋଗର ବିକାଶ ପାଇଁ ୧୦ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତା ନିର୍ମାଣ କରାଯିବ…

ଗଞ୍ଜାମ ଓ ବ୍ରହ୍ମପୁର ସହର ହେଉଛି ଦକ୍ଷିଣ ଓଡ଼ିଶାର ପ୍ରାଣକେନ୍ଦ୍ର । ଓଡ଼ିଶାର ବିକାଶ ପାଇଁ ଗଞ୍ଜାମ ଜିଲ୍ଲାର ବିକାଶ ଅତି ଜରୁରୀ । ଏଣୁ ବ୍ରହ୍ମପୁର ସହର ଓ ନିକଟବର୍ତ୍ତୀ ଅଞ୍ଚଳରେ ଯୋଗାଯୋଗର ବିକାଶ ପାଇଁ ୧୦ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତା ନିର୍ମାଣ କରାଯିବ ଏବଂ ଏଥିପାଇଁ ୫୨ କୋଟି ୧୭ ଲକ୍ଷ…

ହୋମ ଗାର୍ଡ ପଦବୀ ,୧୮୩ ପଦ ପାଇଁ ପାଇଁ ପରୀକ୍ଷା ଦେଲେ ୮୦୦୦ ପରୀକ୍ଷାର୍ଥୀ

୧୮୩ ପଦ ପାଇଁ ୮ହଜାର ପରୀକ୍ଷାର୍ଥୀ । ସମ୍ବଲପୁର ଜିଲ୍ଲାରେ ହୋମ ଗାର୍ଡ ପଦବୀ ପାଇଁ ପରୀକ୍ଷା ଦେଲେ ୮୦୦୦ ପରୀକ୍ଷାର୍ଥୀ । ଜମାଦାରପାଲି ଏୟାରଷ୍ଟ୍ରିପରେ ବସି ଏକାଠି ଲିଖିତ ପରୀକ୍ଷା ଦେଇଛନ୍ତି ଆଶାୟୀ । ୧୮୩ ହୋମଗାର୍ଡ ପଦବୀ ପାଇଁ ୮ହଜାର ଆଶାୟୀ ପରୀକ୍ଷା ଦେଇଛନ୍ତି । ଦେଢ ଘଣ୍ଟାରେ ଗୋଟିଏ…

ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୩,୮୬୦ ଟଙ୍କା ରହିଛି । ସେହିପରି ୨୨…

୩୯ଦେଶକୁ ଆମେରିକା ଆସିବା ମନା

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜାତୀୟ ସୁରକ୍ଷା ଏବଂ ସାର୍ବଜନୀକ ସୁରକ୍ଷାକୁ ନଜରରେ ରଖି ପ୍ରବାସ ନୀତିକୁ ଆହୁରି କଠୋର କରିଛନ୍ତି। ମଙ୍ଗଳବାର ଟ୍ରମ୍ପ ପ୍ରଶାସନ ଆହୁରି ୭ଟି ଦେଶ ଏବଂ ପାଲେଷ୍ଟେନୀୟଙ୍କ ଉପରେ ସମ୍ପୂର୍ଣ୍ଣ ଯାତ୍ରା ପ୍ରତିବନ୍ଧକ ଲଗାଇଛି। ଏହା ସହିତ, ଅନ୍ୟ ୧୫ଟି…

ଇଥିଓପିଆ ସଂସଦକୁ ସମ୍ବୋଧିତ କଲେ ମୋଦୀ , ଇଥିଓପିଆକୁ “ସିଂହଙ୍କ ଦେଶ” ବୋଲି କହିଲେ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଥିଓପିଆ ଗସ୍ତରେ ଅଛନ୍ତି। ଏହି ଅବସରରେ ଇଥିଓପିଆ ସଂସଦରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଭିଭାଷଣ ରଖିଛନ୍ତି । ଏହି ଅବସରରେ ସେ କହିଛନ୍ତି "ମୁଁ ୧.୪ ବିଲିୟନ ଲୋକଙ୍କ ବନ୍ଧୁତାର ବାର୍ତ୍ତା ଆଣି ଆସିଛି । ବୁଧବାର ଦିନ ପ୍ରଧାନମନ୍ତ୍ରୀ ମୋଦୀ ଇଥିଓପିଆ ସଂସଦକୁ…

ନୂଆପଡ଼ା ଉପନିର୍ବାଚନରେ ପରାଜୟର ସମୀକ୍ଷା କଲେ ଦଳୀୟ ସୁପ୍ରିମୋ ନବୀନ

ନୂଆପଡ଼ା ଉପନିର୍ବାଚନରେ ବିଜୁ ଜନତା ଦଳର ପରାଜୟ ପରେ ଆଜି ଦଳୀୟ ସୁପ୍ରିମୋ ନବୀନ ପଟ୍ଟନାୟକ ଏହାର ଏକ ବଡ଼ ଧରଣର ସମୀକ୍ଷା କରିଛନ୍ତି । ନବୀନ ନିବାସରେ ଆୟୋଜିତ ଏହି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ନୂଆପଡ଼ା ଜିଲ୍ଲା ସଭାପତି, ପରାଜିତ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ଏବଂ ଜିଲ୍ଲାର ବରିଷ୍ଠ…

ଆଜି ସାରା ରାଜ୍ୟରେ ଓଟିଇଟି ପରୀକ୍ଷା

ଆଜି ସାରା ରାଜ୍ୟରେ ଓଟିଇଟି ପରୀକ୍ଷା । ଏଥିପାଇଁ ଓଟିଇଟି ପ୍ରଶ୍ନପତ୍ର ଓ ଓଏମଆର ସିଟ କଡ଼ା ସୁରକ୍ଷା ବଳୟରେ ସମସ୍ତ ନୋଡାଲ ସେଣ୍ଟରରେ ରହିଛି । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି । ଏଥିରେ ଉଭୟ…

ମେସିଙ୍କ ଗସ୍ତରେ କଲକାତାରେ ଭଙ୍ଗାରୁଜା- କ୍ରୀଡ଼ାମନ୍ତ୍ରୀ ଅରୂପ ବିଶ୍ବାସଙ୍କ ଇସ୍ତଫା

ଆର୍ଜେଣ୍ଟିନାର ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ଭାରତ ଗସ୍ତରେ ଶନିବାର କଲକାତାର ସଲ୍‌ଟ ଲେକ୍‌ ଷ୍ଟାଡିୟମ୍‌ରେ ପ୍ରବଳ ଗଣ୍ଡଗୋଳ ହୋଇଥିଲା। ଭିଆଇପି, ମନ୍ତ୍ରୀ, ରାଜ‌େ‌ନତା, ନିରାପତ୍ତା ରକ୍ଷୀ, ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧି ତାଙ୍କୁ ଘେରି ଯାଇଥିଲେ। ତେଣୁ ଦର୍ଶକ ଉତ୍ତ୍ୟକ୍ତ…

ଆଜି ଚତୁର୍ଥ ଟ୍ବେଣ୍ଟି୨୦ – ମ୍ୟାଚ୍‌ ଜିତି ଶୃଙ୍ଖଳା ହାତେଇବା ଲକ୍ଷ୍ୟରେ ଭାରତ

ଦକ୍ଷିଣ ଆଫ୍ରିକାର ଚଳିତ ଭାରତ ଗସ୍ତ​‌େ​‌ର କଡ଼ା ସଂଘର୍ଷ ଦେଖିବାକୁ ମିଳିଛି। ଟେଷ୍ଟ ଶୃଙ୍ଖଳାରେ ଦକ୍ଷିଣ ଆଫ୍ରିକା ଅପ୍ରତ୍ୟାଶିତ ଭାବେ ଉଭୟ ଟେଷ୍ଟକୁ ଜିତି ଭାରତକୁ ଚକିତ କରିଥିଲା। ପରେ ଦିନିକିଆ ଶୃଙ୍ଖଳା ସଂଘର୍ଷପୂର୍ଣ୍ଣ ହୋଇଥିବା ବେଳେ ଭାରତ ଏହାକୁ ୨-୧ରେ ଜିତିଥିଲା। ଟ୍ବେଣ୍ଟି୨୦…

ଆସନ୍ତା ୨ଦିନ ୩ ଜିଲାରେ ଘନ କୁହୁଡ଼ି ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି

ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନରୁ ଅତି ଘନ କୁହୁଡ଼ି ଦେଖିବାକୁ ମିଳିଛି। ସେହିପରି କଳାହାଣ୍ଡି ଓ ଝାରସୁଗୁଡ଼ା ଆଦି ଜିଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର…