ବିଶ୍ବ ବ୍ୟାପୀ ଷ୍ଟକ ବଜାର ଅସ୍ଥିର
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ବର ବିଭିନ୍ନ ଦେଶ ଉପରେ ପାଲଟା ଟିକସ ଲଗାଇବା ପରେ ସମଗ୍ର ବିଶ୍ବର ଷ୍ଟକ୍ ବଜାର ଅସ୍ଥିର ହୋଇପଡ଼ିଛି। ସବୁଠୁ ଅଧିକ ଅସ୍ଥିର ହୋଇଛି ଆମେରିକାର ଷ୍ଟକ୍ ବଜାର। ଆମେରିକାର ଡାଓ ଜୋନ୍ସ ୧୦୦୦ ପଏଣ୍ଟ ହ୍ରାସ ସହ ଏହାର କାରବାର ଆରମ୍ଭ କରିଛି।…