ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ପଶ୍ଚିମବଙ୍ଗ ସରକାରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା
ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ପଶ୍ଚିମବଙ୍ଗ ସରକାରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ମିଳିଛି। ରାଜ୍ୟରେ ହୋଇଥିବା ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନିଯୁକ୍ତିକୁ ରଦ୍ଦ କରିବା ଲାଗି କଲକାତା ହାଇକୋର୍ଟ ଦେଇଥିବା ରାୟକୁ ସୁପ୍ରିମକୋର୍ଟ ବଳବତ୍ତର ରଖିଛନ୍ତି। ହାଇକୋର୍ଟଙ୍କ…