ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ କରିଛି। ବୋର୍ଡ କହିଛି ଯେ ଯୁଦ୍ଧ ଯୋଗୁଁ ପଶ୍ଚିମ ଏସିଆର ପରିସ୍ଥିତି ଖରାପ ହେବାରେ ଲାଗିଛି। ଏପରି ପରିସ୍ଥିତିରେ ପରୀକ୍ଷା ପରିଚାଳନା ଅସମ୍ଭବ। ତେଣୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କରିବାର ନିଷ୍ପତ୍ତି…