ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
ବର୍ତ୍ତମାନ ଯୁବପିଢ଼ିଙ୍କ ମଧ୍ୟରେ ଛାଡ଼ପତ୍ର ସମସ୍ୟା ବହୁଳ ମାତ୍ରାରେ ବଢ଼ିଯାଇଛି । ସ୍ୱାମୀ-ସ୍ତ୍ରୀ ଉଭୟଙ୍କ ମଧ୍ୟରେ ବୁଝାମଣାର ଅଭାବ । ଉଭୟ ଉଭୟଙ୍କ ପ୍ରତି ଦୋଷାରୋପ କରିବା, ପରସ୍ପର ପ୍ରତି ସନ୍ଦେହ ଯୋଗୁଁ ଛାଡ଼ପତ୍ର ସଂଖ୍ୟା ଦିନକୁ ଦିନ ବଢ଼ୁଛି । ଅଳ୍ପ କିଛି ମାମଲାରେ ସତ୍ୟତା ଥାଇପାରେ ।…