ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଆଜିଠାରୁ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ହୋଇଛି । କଳାହାଣ୍ଡିରୁ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର । ଗରିବ ଲୋକଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରାଯିବ। ଭିନ୍ନକ୍ଷମ, ବିଧବା, ଦୂରାରୋଗରେ ପୀଡିତ ଥିବା…