କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର , ୨ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ୨ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା । ଏନେଇ କେନ୍ଦ୍ର କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି । ସପ୍ତମ ବେତନ କମିଶନ ଆଧାରରେ ମହଙ୍ଗା ଭତ୍ତା ବୃଦ୍ଧି ପାଇଛି । ଏହା ପୂର୍ବରୁ ଜୁଲାଇ ୨୦୨୪ରେ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି ପାଇ ୫୦ରୁ…