Browsing Tag

#india

ଆଜି ବିଧାନସଭା ଆଗରେ ଶକ୍ତି ପ୍ରଦର୍ଶନ କରିଛି କଂଗ୍ରେସ,ଆନ୍ଦୋଳନକାରୀଙ୍କ ଉପରେ ପାଣିମାଡ କରିବା ସହ ଟିୟର ଗ୍ୟାସ ମଧ୍ୟ…

ଆଜି ବିଧାନସଭା ଆଗରେ ଶକ୍ତି ପ୍ରଦର୍ଶନ କରିଛି କଂଗ୍ରେସ । ରାଜ୍ୟରେ ବିଗୁଡୁଥିବା ଆଇନଶୃଙ୍ଖଳା ଓ ମହିଳାଙ୍କ ପ୍ରତି ବଢୁଥିବା ଅତ୍ୟାଚାର ବିରୋଧରେ କଂଗ୍ରେସ ଆହ୍ୱାନ କ୍ରମେ ଆଜି ହଜାର ହଜାର ଦଳୀୟ କର୍ମୀ ରାଜଧାନୀରେ ଏକତ୍ରୀତ ହୋଇ ବିଧାନସଭା ଘେରିବାକୁ ଯାଉଥିଲେ । ଭିଡ ଏତେ ଥିଲା କି, ପୋଲିସ…

ଆଇପିଏଲ୍‌ରେ ଆଜି ଲକ୍ଷ୍ନୌ ସୁପରଜିଆଣ୍ଟ୍‌ସ ଓ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ

ଆଇପିଏଲ୍‌ରେ ଆଜି ଲକ୍ଷ୍ନୌ ସୁପରଜିଆଣ୍ଟ୍‌ସ ଓ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ। ଲକ୍ଷ୍ନୌ ପ୍ରଥମ ମ୍ୟାଚରେ ପରାଜିତ ହୋଇଥିବା ବେଳେ ସନରାଇଜର୍ସ ପ୍ରଥମ ମ୍ୟାଚରେ ବଡ଼ ବିଜୟ ହାସଲ କରିଥିଲା। ପ୍ୟାଟ୍‌ କମିନ୍‌ସଙ୍କ ନେତୃତ୍ବାଧିକ ସନରାଇଜର୍ସ ହାଇଦରାବାଦ୍‌ ପ୍ରଥମ ମ୍ୟାଚରେ…

ମୁମ୍ବାଇରେ ଦୁଇଟି ନୂତନ ଘର କିଣିଛନ୍ତି ସୂର୍ଯ୍ୟକୁମାର ଯାଦବ

ସୂର୍ଯ୍ୟକୁମାର ଏବଂ ତାଙ୍କ ପତ୍ନୀ ଦେବୀଶା ଶେଟ୍ଟୀ ମୁମ୍ବାଇରେ ଦୁଇଟି ନୂତନ ଘର କିଣିଛନ୍ତି । ସୂର୍ଯ୍ୟକୁମାର ଯାଦବ ଦେଓନାରର ଗୋଦରେଜ ସ୍କାଏ ଟେରାସ୍‌ରେ ଦୁଇଟି ନୂତନ ଆପାର୍ଟମେଣ୍ଟ କିଣିଛନ୍ତି। ଏହାର ମୋଟ କାର୍ପେଟ କ୍ଷେତ୍ରଫଳ ପ୍ରାୟ ୪୨୨୨.୭୬ ବର୍ଗଫୁଟ। ସୂର୍ଯ୍ୟଙ୍କ ନୂତନ ଫ୍ଲାଟର ମୂଲ୍ୟ…

ଦିଲ୍ଲୀ ହାଇକୋର୍ଟ ବିଚାରପତିଙ୍କ ବାସଭବନରୁ ବିପୁଳ ପରିମାଣର ନଗଦ ଟଙ୍କା ମିଳିଛି

ଦିଲ୍ଲୀ ହାଇକୋର୍ଟ ବିଚାରପତି ଜଷ୍ଟିସ୍ ଯଶବନ୍ତ ବର୍ମାଙ୍କ ବାସଭବନରୁ ବିପୁଳ ପରିମାଣର ନଗଦ ଟଙ୍କା ମିଳିବା ନେଇ ଦିଲ୍ଲୀ ପୁଲିସ ମାମଲା ରୁଜୁ କରିଛି। ଡିସିପି ଦେବେଶ କୁମାର ମାହଲାଙ୍କ ନେତୃତ୍ବରେ ଜଣେ ଏସିପି, ପୁଲିସ ଟିମ୍ ଓ କ୍ୟାମେରା ଟିମ୍ ଆଜି ଜଷ୍ଟିସ୍ ବର୍ମାଙ୍କ ବାସଭବନରେ ପହଞ୍ଚି…

ବୋଲେରୋକୁ  ଧକ୍କା ଦେଲା ହାଇୱା , ଘଟଣାସ୍ଥଳରେ ଚାଲିଗଲା ୩ ବିଦ୍ୟୁତ କର୍ମଚାରୀଙ୍କ ଜୀବନ

ବୋଲେରୋକୁ  ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ ଚାଲିଗଲା ୩ ବିଦ୍ୟୁତ କର୍ମଚାରୀଙ୍କ ଜୀବନ ।   ଦୁଇ ଜଣ ଆହତ ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି ।  ସମ୍ବଲପୁର -ସୁବର୍ଣ୍ଣପୁର ରାସ୍ତାର ଉଲୁଣ୍ଡା ଥାନା ମାଟୁପାଲି ଛକରୁ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାର ଦୃଶ୍ୟ ସାମ୍ନାକୁ ଆସିଛି  । ୫ଜଣ…

ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ନୀତି ବିଶ୍ୱ ଅର୍ଥନୀତି ପାଇଁ ବିପଦ ସୃଷ୍ଟି କରିବ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ନୀତି ବିଶ୍ୱ ଅର୍ଥନୀତି ପାଇଁ ବିପଦ ସୃଷ୍ଟି କରିଛି। ଏହା ଅନ୍ତର୍ଜାତୀୟ ବାଣିଜ୍ୟ ଉପରେ ମଧ୍ୟ ପ୍ରଭାବ ପକାଇବାର ସମ୍ଭାବନା ରହିଛି। ଭାରତ ମଧ୍ୟ ଏପ୍ରିଲ ୨ ତାରିଖରୁ ଟ୍ରମ୍ପଙ୍କ ପ୍ରତିଶୋଧମୂଳକ ଶୁଳ୍କର ବିପଦର ସମ୍ମୁଖୀନ ହେଉଛି। ଟ୍ରମ୍ପ…

ରାସ୍ତା ଉପରେ ବୁଲାଗୋରୁଙ୍କ ଚଳପ୍ରଚଳ ଯୋଗୁ ଅଟକିଲା ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ଗାଡ଼ି

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ବୁଧବାର ପୁରା ଆକ୍ସ ମୋଡରେ ଦେଖିବାକୁ ମିଳିଛି। ଦିଲ୍ଲୀର ସଡ଼କ ଉପରେ ମୁଖ୍ୟମନ୍ତ୍ରୀଙ୍କ କାରକେଡ ହଠାତ ଅଟକିବା ପରେ ତାଙ୍କୁ ଚାଲି ଚାଲି ଯିବାର ଦେଖିବାକୁ ମିଳିଥିଲା। ପୀତମପୁରାରେ ରେଖା ବିକାଶକାର୍ଯ୍ୟର ସମୀକ୍ଷା କରିଥିଲେ। ମେଟ୍ରୋ ପିଲାରରୁ…

ଆଇପିଏଲ ମହାସମର : କୋଲକାତା ନାଇଟ୍ ରାଇଡର୍ସ ପାଇଁ ବିଜୟ ଲକ୍ଷ୍ୟ ୧୫୨ ରନ୍

ଆଇପିଏଲ ୨୦୨୫ ସିଜିନ୍ -୧୮ର ଷଷ୍ଠ ମ୍ୟାଚ୍ ବୁଧବାର ଗୁଆହାଟୀର ବରସାପାରା କ୍ରିକେଟ ଷ୍ଟାଡିୟମରେ ରାଜସ୍ଥାନ ରୟାଲ୍ସ(ଆର୍‌ଆର୍) ଏବଂ କୋଲକାତା ନାଇଟ୍ ରାଇଡର୍ସ(କେକେଆର୍) ମଧ୍ୟରେ ଖେଳାଯାଉଛି। ମ୍ୟାଚ୍‌ରେ କୋଲକାତା ନାଇଟ୍ ରାଇଡର୍ସ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।…

ସାଧାରଣ ପ୍ରଶାସନ ଓ ଗୃହ ବିଭାଗ ଖର୍ଚ୍ଚ ଦାବି ଆଲୋଚନା ବେଳେ ବିରୋଧୀମାନଙ୍କୁ ଟାର୍ଗେଟ୍‌ କରିଛନ୍ତି ମୁଖ୍ୟମନ୍ତ୍ରୀ

ସାଧାରଣ ପ୍ରଶାସନ ଓ ଗୃହ ବିଭାଗ ଖର୍ଚ୍ଚ ଦାବି ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀମାନଙ୍କୁ ଟାର୍ଗେଟ୍‌ କରିଛନ୍ତି। ଶ୍ରୀ ମାଝୀ କହିଛନ୍ତି ଯେ, ବିରୋଧୀ ଦଳ ଆଲୋଚନାରେ ଭାଗ ନେଇଥିଲେ ଭଲ ହୋଇଥାନ୍ତା। ଗୃହ ବିଭାଗ ସରକାରର ଭାବମୂର୍ତ୍ତିକୁ ଉପସ୍ଥାପନ କରେ। ଗୃହ ବିଭାଗର…

ସାଇବର୍‌ ଠକେଇ ଉପରେ ଅଙ୍କୁଶ, ୭.୮୧ ଲକ୍ଷ ସିମ୍‌କାର୍ଡ ଅଚଳ

ସାଇବର୍‌ ଠକେଇ ଉପରେ ଅଙ୍କୁଶ ଲଗାଇବା ଲାଗି କେନ୍ଦ୍ର ସରକାର ଗ୍ରହଣ କରିଥିବା ପଦକ୍ଷେପ ଅନୁସାରେ ଚଳିତ ବର୍ଷ ଫେବ୍ରୁଆରି ୨୮ ସୁଦ୍ଧା ଦେଶରେ ୭.୮୧ ଲକ୍ଷ ସିମ୍‌କାର୍ଡ, ୩ ହଜାରରୁ ଅଧିକ ସ୍କାଇପ୍ ଆଇଡି ଓ ୮୩ ହଜାରରୁ ଅଧିକ ହ୍ବାଟସ୍‌ଆପ୍ ଆକାଉଣ୍ଟ୍‌ ଅଚଳ କରାଯାଇଛି। ଗୃହ ବ୍ୟାପାର…