ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ବାସଭବନରେ ସିବିଆଇ
ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ବାସଭବନରେ ସିବିଆଇ । ମହାଦେବ ବେଟିଂ ଆପ୍ ମାମଲାରେ ସିବିଆଇ କଂଗ୍ରେସ ମହାସଚିବ ତଥା ପୂର୍ବତନ ଛତିଶଗଡ଼ ମୁଖ୍ୟମନ୍ତ୍ରୀଲଙ୍କ ବାସଭବନରେ ଚଢାଉ କରିଛି । ଦିଲ୍ଲୀରେ କଂଗ୍ରେସ ମୁଖ୍ୟାଳୟରେ ଏକ ବୈଠକରେ ଯୋଗଦେବା ପୂର୍ବରୁ ସିବିଆଇର…