ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ,ସଂଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ
ମହାପ୍ରଭୁଙ୍କ ବନକଲାଗି ନୀତି । ଗୁରୁବାର ମହାପ୍ରଭୁଙ୍କ ବନକଲାଗି ନୀତି । ଯେଉଁଥି ଲାଗି ବଡ଼ଦେଉଳରେ ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ଗୁରୁବାର ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ ।…